Odisha Link
Bridging the Missing Links in Odisha

୫ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ସୂଚନା

ଭୁବନେଶ୍ୱର : ଆଜି ରାଜ୍ୟର କିଛି ଜିଲ୍ଲାରେ ଧୂଳିଝଡ଼, ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଦିନ ୧୨ଟା ଯାଏ ୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି କେନ୍ଦୁଝର, ମୟୂରଭଂଜ, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି।

Comments are closed.