Odisha Link
Bridging the Missing Links in Odisha

କୁନ୍ଦୁଲି ପାଇଁ ୪ସପ୍ତାହ

ଭୁବନେଶ୍ୱର : ବହୁ ଚର୍ଚ୍ଚିତ କୁନ୍ଦୁଲି ଗଣ ଦୁଷ୍କର୍ମ ଓ ଆତ୍ମହତ୍ୟା ମାମଲାକୁ ନେଇ ଏକ ବଡ଼ ଖବର ସାମନାକୁ ଆସିଛି । ଆସନ୍ତା ୪ ସପ୍ତାହ ମଧ୍ୟରେ ମାମଲାର ତଦନ୍ତ ସାରି ରିପୋର୍ଟ ଦେବାକୁ ହାଇକୋର୍ଟ ନିଦେ୍ର୍ଧଶ ଦେଇଛନ୍ତି । ଅନ୍ୟପଟେ ଘଟଣାର ଏସଆଇଟି ତଦନ୍ତ ଲାଗି ହାଇକୋର୍ଟ ପ୍ରସ୍ତାବ ଦେଇଛନ୍ତି । କେନ୍ଦ୍ର ଓ ରାଜ୍ୟସ୍ତରୀୟ ଏଜେନ୍ସି ଅଧିକାରୀଙ୍କୁ ନେଇ ଘଟଣାର ଏସଆଇଟି ତଦନ୍ତ କରିବାକୁ ହାଇକୋର୍ଟ ପ୍ରସ୍ତାବ ଦେଇଛନ୍ତି । ଏଥିସହ ସେପ୍ଟେମ୍ବର ୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରିବାକୁ ଦିନ ଧାର୍ଯ୍ୟ କରିଛନ୍ତି ।

Comments are closed.