Odisha Link
Bridging the Missing Links in Odisha

ଝାରସୁଗୁଡ଼ାରେ ଏନ୍‌କାଉଣ୍ଟର

ଝାରସୁଗୁଡ଼ା: ଝାରସୁଗୁଡ଼ା ଛୁଆଲିବେରନାରେ ପୋଲିସର ଏନକାଉଣ୍ଟର। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ବିନୋଦ ପ୍ରସାଦ ଗୁରୁତର ହୋଇଛି। ବିନୋଦର ଡାହାଣ ଗୋଡରେ ଗୁଳି ବାଜିଛି। ତାକୁ ଚିକିତ୍ସା ପାଇଁ ଝାରସୁଗୁଡାରେ ଭର୍ତ୍ତି କରାଯାଇଛି। ବିନୋଦ ନାଁରେ ବିଭିନ୍ନ ଥାନାରେ ୨୦ରୁ ଅଧିକ ମାମଲା ରହିଛି। ବିନୋଦ ହେଉଛି କୋଇଲା ମାଫିଆ ସୋନୁ ଘୋଷର ସହଯୋଗୀ।

Comments are closed.