Odisha Link
Bridging the Missing Links in Odisha

ଦିଲ୍ଲୀରେ ଆଉ ସପ୍ତାହେ ବଢ଼ିଲା ଲକଡାଉନ୍‌

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି। ବଢୁଛି କରୋନାର କାୟା। ସ୍ଥିତି ହେଉଛି ବେକାବୁ। ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି। କରୋନାର ବଢୁଥିବା ସଂକ୍ରମଣକୁ ଦେଖି ଦିଲ୍ଲୀରେ ପୁଣି ବଢିଲା ଲକଡାଉନ୍। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀରେ ଆଉ ସପ୍ତାହେ ପାଇଁ…

ରିଲାଏନ୍ସର ମିଶନ ଅକ୍ସିଜେନ୍: ଦୈନିକ…

ମୁମ୍ବଇ: ସମଗ୍ର ଭାରତ କୋଭିଡ ମହାମାରୀର ଅପ୍ରତ୍ୟାଶିତ ନୂଆ ଲହରକୁ ନେଇ ଗୁରୁତର ସଙ୍କଟର ସମ୍ମୁଖୀନ ହେଉଥିବାବେଳେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ମୂଲ୍ୟବାନ ଜୀବନ ବଂଚାଇବା ପାଇଁ ସମସ୍ତ ପ୍ରୟାସ ଜାରି ରଖିଛି। ସାଂପ୍ରତିକ ସମୟରେ ସମଗ୍ର ଦେଶରେ ଅତି ଗୁରୁତର ରୋଗୀମାନଙ୍କର ଚିକିତ୍ସା ପାଇଁ ଅମ୍ଳଜାନ ସବୁଠାରୁ…

ଗୌହାଟି ଏବଂ ଅମୃତସରକୁ ବିମାନ ଚଳାଚଳ…

ଭୁବନେଶ୍ୱର: ସ୍ପାଇସଜେଟ୍ ପକ୍ଷରୁ ଶନିବାର ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଦେଶର ତିନି ପ୍ରମୁଖ ସହର ପାଟଣା, ଗୌହାଟି ଏବଂ ଅମୃତସରକୁ ବିମାନ ସେବା ଆରମ୍ଭ ହେବା ଫଳରେ ପଶ୍ଚିମ ଓଡ଼ିଶାର ଲୋକମାନେ ଅଧିକ ଉପକୃତ ହେବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।  ସେ…

କାଲିଠାରୁ ରାଜଧାନୀରେ ୧୮ ବର୍ଷରୁ…

ଭୁବନେଶ୍ୱର: ରାଜ୍ୟରେ ପୁଣି ଦୃତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମଣ। ବଢୁଛି କରୋନାର କାୟା।  ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି। କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି। ଦିନକୁ ଦିନ…

ପୁଣି ଅକ୍ସିଜେନ ଅଭାବରୁ ଚାଲିଗଲା ୪ ଜୀବନ…

ନୂଆଦିଲ୍ଲୀ:  ଅକ୍ସିଜେନର ଅଭାବରୁ ଆଜି ବାତ୍ରା ହସ୍ପିଟାଲରେ ୪ ଜଣ ରୋଗୀଙ୍କର ମୃତ୍ୟୁ ହୋଇଛି। କୁହାଯାଉଛି କି ଅକ୍ସିଜେନ ଯୋଗାଣ ଅଭାବରୁ ଏଭଳି ଅଘଟଣ ଘଟିଛି। ହେଲେ ମେଡିକାଲ ତରଫରୁ ଦାବି କରାଯାଇଛି କି ଅକ୍ସିଜେନ ଯୋଗାଣ ଏବେ ସ୍ୱଭାବିକ ରହିଛି। ହସ୍ପିଟାଲରେ କରୋନା ରୋଗୀଙ୍କ ବ୍ୟତୀତ ଅନ୍ୟ ରୋଗରେ ପୀଡିତ…

ଗୋଷ୍ଠୀ ସଂକ୍ରମଣ ଯୋଗୁଁ ରାଜ୍ୟରେ ବଢୁଛି…

ଭୁବନେଶ୍ବର: ରାଜ୍ୟରେ ପୁଣି ବଢ଼ୁଛି କରୋନା ସଂକ୍ରମଣ। ସ୍ଥିତି ହେଉଛି ବେକାବୁ। ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି। କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି। ଏହାରି…

କୋଭିଡ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ…

ଭୁବନେଶ୍ବର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ୧୦ ହଜାର ପାର କରିଥିବା ବେଳେ ଅନୁଗୁଳରେ ମଧ୍ୟ ସ୍ଥିତି ସଙ୍ଗୀନ ରହିଛି। ଆଉ ଏଭଳି ସ୍ଥିତିରେ ଅନୁଗୁଳରେ ବଢୁଥିବା କୋଭିଡ୍-୧୯ ମାମଲାକୁ ଦୃଷ୍ଟିରେ ରଖି ତାଳଚେର ସ୍ଥିତ ଏମସିଏଲ୍ ହସ୍ପିଟାଲକୁ କୋଭିଡ଼୍ ହସ୍ପିଟାଲରେ ପରିଣତ କରିବା ସହ ଆନୁଷଙ୍ଗିକ ବ୍ୟବସ୍ଥା…

ମାସ୍କ ପାଇଁ ଫାଇନ ୫.୨୪ କୋଟି

ଭୁବନେଶ୍ବର:  କୋଭିଡ୍ ନିୟମ ପାଳନ କରିବାକୁ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଅଭୟ ରାଜ୍ୟର ସମସ୍ତଙ୍କ ଲୋକମାନଙ୍କୁ ନିବେଦନ କରିଛନ୍ତି। ଲୋକମାନେ କଟକଣା ନ ମାନିଲେ କଠୋର ପଦକ୍ଷେପ ନିଆଯିବ ବୋଲି ସେ ସତର୍କ କରାଇଦେଇଛନ୍ତି। ପୁଲିସ ମହାନିର୍ଦ୍ଦେଶକ କହିଛନ୍ତି ଯେ, ପୁଲିସ ବାହିନୀର ମୁଖ୍ୟ କାମ ହେଉଛି…

ଦିନକରେ ରାଜଧାନୀରୁ ୮୫୧ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଅନ୍ୟପଟେ ରାଜଧାନୀ ଭୁବନେଶ୍ବରରେ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୮୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୬ ଜଣ…

୧୦୦୦ ଶଯ୍ୟା ବିଶିଷ୍ଟ କୋଭିଡ ଚିକିତ୍ସାଳୟ…

ନୂଆଦିଲ୍ଲୀ: ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ଗୁଜରାଟର ଜାମନଗରଠାରେ ଅମ୍ଳଜାନ ଯୋଗାଣ ବ୍ୟବସ୍ଥା ରହିଥିବା ୧୦୦୦ ଶଯ୍ୟା ବିଶିଷ୍ଟ କୋଭିଡ ଚିକିତ୍ସାଳୟ ସ୍ଥାପନ କରାଯାଉଛି। ନାଗରିକମାନଙ୍କୁ ସମସ୍ତ ଚିକିତ୍ସା ସେବା ବିନାମୂଲ୍ୟରେ ଯୋଗାଇ ଦିଆଯିବ ଏବଂ ଏହି କୋଭିଡ୍ ଚିକିତ୍ସାଳୟ ସ୍ଥାପନା ଓ ଏହାର ପରିଚାଳନା…