Odisha Link
Bridging the Missing Links in Odisha

କମିଲା କୋଭାକ୍ସିନ ଦର

ନୂଆଦିଲ୍ଲୀ: କରୋନା ମହାମାରୀ ସଂକ୍ରମଣ ଭିତରେ ଲୋକଙ୍କୁ ଆଶ୍ୱସ୍ତ କରିବା ଭଳି ଖବର ଆସିଛି। ମହାମାରୀ ସମୟରେ ଲୋକଙ୍କ ପାଇଁ ସଞ୍ଜୀବନୀ ସାଜିଥିବା କରୋନା ଟିକା ‘କୋଭାକ୍ସିନ୍‌’ ଦର ହ୍ରାସ କରାଯାଇଛି। ପ୍ରସ୍ତୁତକାରୀ ସଂସ୍ଥା ଭାରତ ବାୟୋଟେକ୍‌ ପକ୍ଷରୁ ‘କୋଭାକ୍ସିନ୍‌’ର ଦର ହ୍ରାସ ନେଇ ବିଜ୍ଞପ୍ତିି ଜାରି…

ସ୍ଥଗିତ ରହିଲା ଏମବିବିଏସ୍ ପରୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ପୁଣି ଦୃତ ଗତିରେ ବଢ଼ିଚାଲିଛି କରେନା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏମବିବିଏସ୍ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି। ଆସନ୍ତା ୩୦ ତାରିଖରେ ଉକ୍ରଳ ବିଶ୍ୱବିଦ୍ୟାଳୟ ଅଧୀନରେ ଦ୍ୱିତୀୟ ଏମବିବିଏସ୍ ପରୀକ୍ଷା ହେବାର ଥିଲା। ତେବେ ଏନେଇ ଆବଶ୍ୟକ ପଦକ୍ଷେପ ନେବାକୁ ରାଜ୍ୟ ସ୍ୱାସ୍ଥ୍ୟ…

ତୃତୀୟ ପର୍ଯ୍ୟାୟ ଟିକାକରଣ ପାଇଁ…

ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ କରୋନା ଟିକାକରଣ ପାଇଁ ଆଜି ଅପରାହ୍ନ ୪ଟାରୁ ଆରମ୍ଭ ହେବ ପଞ୍ଜୀକରଣ। ୧୮ରୁ ୪୪ ବର୍ଷର ବ୍ୟକ୍ତିଙ୍କ ପାଇଁ ପଞ୍ଜୀକରଣ କରାଯିବ। ଆରୋଗ୍ୟ ସେତୁ, ଉମଙ୍ଗ ଆପ, କୋୱିନ ପୋର୍ଟାଲରେ ଟିକା ନେବା ପାଇଁ ପଞ୍ଜିକରଣ ହେବ। ପଞ୍ଜିକରଣ ପାଇଁ ନାମ, ଠିକଣା, ଆଧାର କାଡର଼୍ ଆଦି ଭଳି ତଥ୍ୟ…

ସିଇଟିକୁ ବିଶ୍ବବିଦ୍ୟାଳୟ ମାନ୍ୟତା ଦାବି

ଭୁବନେଶ୍ବର: କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ୍‌ ଟେକ୍ନୋଲୋଜି (ସିଇଟି)କୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ ଦାବି କରି ମହାବିଦ୍ୟାଳୟର ଛାତ୍ର ସଙ୍ଗଠନ ପକ୍ଷରୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ମହାବିଦ୍ୟାଳକୁ ବିଶ୍ବବିଦ୍ୟାଳୟ କରିବା…

ଆଉ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ପୁଣି ଦୃତ ଗତିରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୮୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

ଅକ୍ସିଜେନ ପାଇଁ ଏସଓପି ଜାରି କଲେ ରାଜ୍ୟ…

ଭୁବନେଶ୍ବର: ରାଜ୍ୟରେ ପୁରି ଦୃତ ଗତିରେ ବଢ଼ି ଚାଲିଛି କରୋନା ସଂକ୍ରମଣ। କରୋନାର ମୁକାବିଲା କରିବା ପାଇଁ ସରକାର ଅନେକ ପଦକ୍ଷପ ହାତକୁ ନେଉଛନ୍ତି। ଏହା ଭିତରେ ଆସିଛି ଆଉ ଏକ ଖବର। ଅକ୍ସିଜେନ ପାଇଁ ଏସଓପି ଜାରି କରିଛନ୍ତି ରାଜ୍ୟ ସରକାର। ଅକ୍ସିଜେନ ସ୍ତର ୯୨ରୁ ୯୪% ରହିଲେ ଆକ୍ରାନ୍ତଙ୍କୁ ଅକ୍ସିଜେନ ଲାଗୁ…

ରାଜ୍ୟରେ କରୋନା: ୨୪ ଘଣ୍ଟାରେ ୮୩୮୬…

ଭୁବନେଶ୍ୱର: ରାଜ୍ୟରେ ପୁଣି ଦୃତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମଣ।। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୮୩୮୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୩୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୦୨ ଜଣ, ବରଗଡ଼ର…

ରଥଖଳାରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ…

ପୁରୀ: ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି। ବୌଦ୍ଧ ବନଖଣ୍ଡରୁ ଆଜି ଚତୁର୍ଥ ପର୍ଯ୍ୟାୟରେ ତିନୋଟି ରଥକାଠ ବୋଝେଇ ଟ୍ରକ ପୁରୀ ରଥଖଳାରେ ପହଞ୍ଚିଛି। ମୋଟ ୯୬ଖଣ୍ଡ କାଠ ଆସିଥିବା ବେଳେ ଏଥିରେ ୪୦ ଫୁଟିଆ ୫୧ଖଣ୍ଡ ଓ ୨୦ ଫୁଟିଆ ୪୫ଖଣ୍ଡ ଆସନ ଓ ଧଉରା କାଠ ରହିଛି। ଚଳିତ…

ଆରପାରିରେ ଯାତ୍ରା ହାସ୍ୟାଭିନେତା ଜଗା…

ଭୁବନେଶ୍ୱର: ମଞ୍ଚରେ ହସାଇ ହସାଇ ବେଦମ କରୁଥିବା ବରିଷ୍ଠ ହାସ୍ୟ ଅଭିନେତା ଜଗବନ୍ଧୁ ରାଉତଙ୍କ ଅଭିନୟ ଆଉ ମଞ୍ଚରେ ଦେଖିବାକୁ ମିଳିବ ନାହିଁ। କରୋନାରେ ତାଙ୍କର ଦେହାନ୍ତ ହୋଇଛି। ଜଗବନ୍ଧୁ କରୋନାରେ ଆକ୍ରାନ୍ତ ହୋଇ ମେଡିକାଲରେ ଚିକିତ୍ସାଧୀନ ଥିଲେ। ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା।…

ସମ୍ବାଦ ପରିବେଷଣକୁ ନେଇ ଭଏସ୍ ଅଫ୍ ସୋଆ…

ଭୁବନେଶ୍ୱର: ସୂଚନା ଏପରି ଏକ ମାଧ୍ୟମ ଯାହାଦ୍ୱାରା ଆଜି ମଣିଷ ପ୍ରଗତି ପଥରେ ଆଗେଇ ଚାଲିଛି। ପୂର୍ବରୁ ଲୋକଙ୍କୁ କୌଣସି ବିଷୟରେ ଜାଣିବା ପାଇଁ ଅନେକ ପ୍ରୟାସ କରିବାକୁ ପଡ଼ୁଥିଲା। କିନ୍ତୁ ବର୍ତମାନ ଇଣ୍ଟରନେଟ ଯୁଗରେ ସୂଚନା ଏବେ ହାତ ପାହନ୍ତାରେ ଉପଲବ୍ଧ। କିନ୍ତୁ ସେହି ସୂଚନା ଠିକ୍ ନା ଭୁଲ୍ ତାହା…