Odisha Link
Bridging the Missing Links in Odisha
Browsing Category

Uncategorized

ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ…

ଓଏଲ୍‌ ବ୍ୟୁରୋ: ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ। ଏନେଇ ଆଜି ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ' ଜରିଆରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହବେ ଲାଲକୃଷ୍ଣ ଆଡଭାନୀ। ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି ଯେ,…

ମିଶୁ ମୋର ଦେହ ଏ ଦେଶ ମାଟିରେ;…

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହେଲା ସଂସଦର ବଜେଟ ଅଧିବେଶନ। ବଜେଟ୍ ଅଧିବେଶନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଭିଭାଷଣ ରଖିଛନ୍ତି। ନୂଆ ସଂସଦ ଭବନରେ ମୋର ପ୍ରଥମ ଅଭିଭାଷଣ। ନୂଆ ଭାରତ, ଶ୍ରେଷ୍ଠ ଭାରତ ସଂକଳ୍ପ ପାଇଁ ଆହ୍ୱାନ। ସମ୍ବିଧାନ ଲାଗୁ ହେବାର ୭୫ ବର୍ଷ ପୂରଣ ହୋଇଛି। ଏହା ସହ ରାଷ୍ଟ୍ରପତି…

ବିହାର ରାଜନୀତିରେ ହଟଚମଟ; ଇସ୍ତଫା ଦେଲେ…

ଓଏଲ୍ ବ୍ୟୁରୋ: ବିହାରରେ ରାଜନୀତି ସରଗରମ। ପାଟନାରୁ ଦିଲ୍ଲୀ ଯାଏଁ ରାଜନୈତିକ ହଟଚମଟ ବଢିଯାଇଛି। ନୀତିଶ କୁମାର ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ବିଜେପି ମେଂଟରେ ସାମିଲ ହେବା ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି।

ଦେଶର ପ୍ରଗତିରେ ପ୍ରତି ନାଗରିକଙ୍କ…

ଓଏଲ୍‌ ବ୍ୟୁରୋ: ରାତି ପାହିଲେ ଭାରତ ପାଳନ କରିବ ୭୫ ତମ ସାଧାରଣତନ୍ତ୍ର ଦିବସ। ଏଥିପାଇଁ ଉତ୍ସବମୁଖର ସାରା ଦେଶ। ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି, ଭାରତକୁ ଲୋକତନ୍ତ୍ରର ଜନନୀ କୁହାଯାଏ। ଦେଶ ଅମୃତ…

୫୦ ହଜାର ଲାଞ୍ଚ ନେଉଥିଲେ କେରଙ୍ଗ କଲେଜ…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ କଲେଜ ଅଧ୍ୟକ୍ଷା। ୫୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଖୋର୍ଦ୍ଧା ଜିିଲ୍ଲା କେରଙ୍ଗ କଲେଜ ଅଧ୍ୟକ୍ଷା ବିଦ୍ୟୁତପ୍ରଭା ଜେନା। ଏରିଅର୍ ଟଙ୍କା ପାଇଁ ଲାଇବ୍ରେରିଆନ୍‌ଙ୍କଠୁ ୫୦ ହଜାର ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଖୋର୍ଦ୍ଧା…

ଐତିହ୍ୟରେ ଯୋଡ଼ିହେଲା ନୂଆ ଫର୍ଦ୍ଦ;…

ଓଏଲ୍‌ ବ୍ୟୁରୋ: ଐତିହ୍ୟରେ ଯୋଡ଼ିହେଲା ନୂଆ ଫର୍ଦ୍ଦ। ରୂପାନ୍ତରଣର ସ୍ପର୍ଶରେ ସଜେଇ ହୋଇଛି ପୁରୀ ବଡଦାଣ୍ଡ। ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ଉତ୍ସବ ମୁଖର ଜଗନ୍ନାଥ ଧାମ। ହେଲିପ୍ୟାଡରେ ଓହ୍ଲାଇ ମୁଖ୍ୟମନ୍ତ୍ରୀ ଶ୍ରୀକ୍ଷେତ୍ର ପହଞ୍ଚିଥିଲେ। ଶ୍ରୀସେତୁ ଓ ଶ୍ରୀମାର୍ଗର…

ନା INDIA, ନା NDA; ଏକାକି ଲୋକସଭା…

ଓଏଲ୍‌ ବ୍ୟୁରୋ: ଜନ୍ମଦିନରେ ବଡ଼ ଘୋଷଣା କଲେ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ। ଜନ୍ମଦିନ ଅବସରରେ ଆୟେଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମାୟାବତୀ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରିବା ସହିତ ଇଭିଏମ୍‌ ଓ INDIA ମେଣ୍ଟକୁ ନେଇ ଦେଇଛନ୍ତି ବଡ଼ ବୟାନ। ଏଥିସହିତ ୨୦୨୪ ଲୋକସଭା…

ରାଜ୍ୟ କ୍ୟାବିନେଟ୍‌: ୩ଟି ପ୍ରସ୍ତାବରେ…

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ଗରୁତ୍ୱପୂର୍ଣ ପ୍ରସ୍ତାବରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ୩ଟି ପ୍ରସ୍ତାବରେ ମୋହର ବାଜିଛି। ରାଜସ୍ବ, କୃଷି ଓ ଆଇଟିରେ ମୋଟ…

କମୁଛି ତାପମାତ୍ରା, ବଢୁଛି ଥଣ୍ଡା

ଓଏଲ୍‌ ବ୍ୟୁରୋ: ରାଜ୍ୟରେ କମୁଛି ରାତି ତାପମାତ୍ରା ଏବଂ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ଅସହ୍ୟ ତାତି ପରେ ଏବେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଥଣ୍ଡା ଅନୁଭୂତ ଆରମ୍ଭ ହୋଇଛି। କିରେଇ ସବୁଠୁ ଥଣ୍ଡା ଅଞ୍ଚଳ ଭାବେ ରେକର୍ଡ ହୋଇଛି। ରାଜ୍ୟକୁ ପ୍ରବେଶ କରୁଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଖସିଲା ପାରଦ।…

ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ…

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଏବଂ ପାର୍ଶ୍ଵବର୍ତ୍ତୀ ଉତ୍ତର ଛତିଶଗଡ ଅଞ୍ଚଳରେ ଲଘୁଚାପ ପ୍ରଭାବ ସକ୍ରିୟ ରହିଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡଘଡି ଜନିତ ବର୍ଷା ଆରମ୍ଭ ହୋଇଛି।…