Odisha Link
Bridging the Missing Links in Odisha

ରାଉରକେଲାରେ କଲେରା; ଝାଡ଼ାବାନ୍ତିରେ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ କମୁଛି ରାତି ତାପମାତ୍ରା ଏବଂ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ରାଜ୍ୟରେ ୧୦ ଡିଗ୍ରୀ ତଳେ ୧୦ ସହର ରହିଛି। ଏହାରି ମଧ୍ୟରେ ରାଉରକେଲାରେ ସ୍ଵାସ୍ତ୍ୟବସ୍ଥା ଏବେ ଚିନ୍ତାର ବିଷୟ ପାଲଟିଛି। ଝାଡ଼ାବାନ୍ତିରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ମୃତ୍ୟୁ ପଛର କାରଣ କଣ ହୋଇଥାଇପାରେ…

ଆଇପିଏଲ ଇତିହାସରେ ନୂଆ ରେକର୍ଡ: ପ୍ୟାଟ୍…

ଓଏଲ୍‌ ବ୍ୟୁରୋ: ଦୁବାଇରେ ଇଣ୍ତିଆନ୍ ପ୍ରିମିୟର ଲିଗ୍ ୨୦୨୪ ସଂସ୍କରଣ ପାଇଁ ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଇପିଏଲ ଇତିହାସରେ ସବୁଠାରୁ ଦାମୀ ଖେଳାଳି ସାଜିଛନ୍ତି କମିନ୍ସ। ୨୦ କୋଟି ୫୦ କୋଟିରେ ବିକ୍ରି ହେଲେ କମିନ୍ସ। ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ୍ କମିନ୍ସଙ୍କୁ କିଣିଲା ହାଇଦ୍ରାବାଦ। ତେବେ…

ମାହାଙ୍ଗା ଡବଲ୍ ମର୍ଡର ମାମଲା: ପ୍ରତାପ…

ଓଏଲ୍‌ ବ୍ୟୁରୋ: ମାହାଙ୍ଗା ଡବଲ୍ ମର୍ଡର ମାମଲାରେ ପ୍ରତାପ ଜେନାଙ୍କୁ ପୁଣି ସାମୟିକ ଆଶ୍ବସ୍ତି ମିଳିଛି। ପ୍ରତାପଙ୍କ ପ୍ରତି ଲାଗୁ ପୂର୍ବ ନିର୍ଦ୍ଦେଶ ବଳବତ୍ତର ରଖିଲେ ହାଇକୋର୍ଟ। ପ୍ରତାପଙ୍କ ପ୍ରତି କୌଣସି କାର୍ଯ୍ୟାନୁଷ୍ଠାନ ନ ନେବା ନିର୍ଦ୍ଦେଶ ବଳବତ୍ତର ରହିଛି। ଜାନୁଆରୀ ୧୭ ତାରିଖରେ ମାମଲାର…

କାଶ୍ମୀର ସନ୍ଦିଗ୍ଧ ଆତଙ୍କୀ ଗିରଫ ଘଟଣା:…

ଓଏଲ୍‌ ବ୍ୟୁରୋ: ଯାଜପୁରର ନେଉଲପୁରରୁ ଗିରଫ ସନ୍ଦିଗ୍ଧ ଯୁବକ ସୟଦ ଇଶାନ ବୁଖାରୀ ମାମଲାର ଚାଲିଛି ତଦନ୍ତ। ଯାଜପୁର ଧର୍ମଶାଳାରୁ କାଶ୍ମୀର ସନ୍ଦିଗ୍ଧ ଆତଙ୍କୀ ଗିରଫ ଘଟଣାକୁ ନେଇ ଭୁବନେଶ୍ବରରେ ପହଞ୍ଚିଲା ସେଣ୍ଟ୍ରାଲ ଆଇବି ଟିମ୍‌। ଏନେଇ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍ ଏସ୍‌ପି କେ.କେ ପାଣିଗ୍ରାହୀ ସୂଚନା…

ରାଉରକେଲାରେ ଝାଡ଼ାବାନ୍ତି ସମସ୍ୟା: ଆଜି…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ କମୁଛି ରାତି ତାପମାତ୍ରା ଏବଂ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ରାଜ୍ୟରେ ୧୦ ଡିଗ୍ରୀ ତଳେ ୧୦ ସହର ରହିଛି। ଏହାରି ମଧ୍ୟରେ ରାଉରକେଲାରେ ସ୍ଵାସ୍ତ୍ୟବସ୍ଥା ଏବେ ଚିନ୍ତାର ବିଷୟ ପାଲଟିଛି। ଝାଡ଼ାବାନ୍ତିରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ଏହି ସମସ୍ୟାକୁ ନେଇ ଆଜି ସମୀକ୍ଷା…

ଆଇପିଏଲ୍ ୨୦୨୪: ଆରମ୍ଭ ହେଲା ନିଲାମୀ…

ଓଏଲ୍‌ ବ୍ୟୁରୋ: ଦୁବାଇରେ ଇଣ୍ତିଆନ୍ ପ୍ରିମିୟର ଲିଗ୍ ୨୦୨୪ ସଂସ୍କରଣ ପାଇଁ ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଶଂସକମାନେ ଉତ୍ସାହର ସହିତ ଆଇପିଏଲ୍ ୨୦୨୪ ପାଇଁ ମିନି ନିଲାମକୁ ଅପେକ୍ଷା କରିଛନ୍ତି। ୩୩୩ ଜଣ ଖେଳାଳି ନିଲାମୀରେ ଅଂଶଗ୍ରହଣ କରିଥିବା ବେଳେ ୧୦ ଫ୍ରାଞ୍ଚାଇଜ ଖେଳାଳି କିଣିବେ। ଏଥିପାଇଁ…

ସଂସଦରେ ହଟ୍ଟଗୋଳ; ନିଲମ୍ବିତ ହେଲେ ଆଉ ୫୦…

ଓଏଲ୍‌ ବ୍ୟୁରୋ: ଅଚଳ ହୋଇଛି ସଂସଦ। ଶୀତକାଳୀନ ଅଧିବେଶନ ଚାଲିଥିବା ବେଳେ ସଂସଦର ଉଭୟ ଗୃହ ଅଚଳ ହୋଇଛି। ସଂସଦରେ ହଟ୍ଟଗୋଳ ଯୋଗୁଁ ପୁଣି ଆଉ ୫୦ ଜଣ ସାଂସଦଙ୍କୁ ନିଲମ୍ବିତ କରାଯାଇଛି। ଗତକାଲି ଉଭୟ ଗୃହରୁ ମୋଟ ୭୮ ଜଣ ସାଂସଦଙ୍କୁ ନିଲମ୍ବନ କରାଯାଇଛି। ଏହାପୂର୍ବରୁ ଲୋକସଭାରେ ୩୩ ଜଣ ସାଂସଦଙ୍କୁ ନିଲମ୍ବିତ…

ମୟୂରଭଞ୍ଜରେ ୫-ଟି ଅଧ୍ୟକ୍ଷ;…

ଓଏଲ୍‌ ବ୍ୟୁରୋ: କେନ୍ଦ୍ରାପଡ଼ା ପରେ ଆଜି ମୟୂରଭଞ୍ଜ ଗସ୍ତରେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ମୟୂରଭଞ୍ଜ ଗସ୍ତରେ ଯାଇ ଭି.କେ ପାଣ୍ଡିଆନ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବ ବିଦ୍ୟାଳୟରେ ପଡ଼ିଆରେ ପହଞ୍ଚିଲେ। ନୂଆ-ଓ କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ ଉଦବୋଧନ ଦେଇଛନ୍ତି। ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ…

ବରିଷ୍ଠ ନାଗରିକଙ୍କ ପାଇଁ ଖୁସି ଖବର;…

ଓଏଲ୍‌ ବ୍ୟୁରୋ: ବରିଷ୍ଠ ନାଗରିକଙ୍କ ପାଇଁ ଖୁସି ଖବର। ବରିଷ୍ଠ ନାଗରିକଙ୍କୁ ମିଳିବ ଅଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା' ଅଧୀନରେ କୋରାପୁଟ, ରାୟଗଡ଼, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାର ବରିଷ୍ଠ…

ଚିନ୍ତା ବଢ଼ାଉଛି କରୋନା; ଆବଶ୍ୟକ ହେଲେ…

ଓଏଲ୍‌ ବ୍ୟୁରୋ: ପୁଣି କରୋନା ଭୟ। ଦେଶରେ ଦିନକରେ ୩୩୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ ଜଣଙ୍କ ଜୀବନ ଚାଲିଯାଇଛି। ୫ ମୃତକଙ୍କ ମଧ୍ୟରେ କେରଳରୁ ୪ ଓ ୟୁପିରୁ ଜଣେ ବୋଲି ଜଣା ପଡିଛି। ବର୍ତ୍ତମାନ ଦେଶରେ ଶୀତ ଋତୁ ଚାଲିଥିବା ବେଳେ ହଠାତ୍‌ କରୋନା ମାମଲା ବଢ଼ିବାରେ ଲାଗିଛି। ଦେଶରେ ପ୍ରଥମ ଥର…