ସମ୍ବଲପୁର ବିଶ୍ବବିଦ୍ୟାଳୟରେ ମହାମହିମ;…
ଓଏଲ୍ ବ୍ୟୁରୋ: ଓଡ଼ିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ବାଦାମପାହାଡ ଷ୍ଟେସନରୁ ୩ଟି ନୂଆ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ମହାମହିମ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ…