ହାଇକୋର୍ଟଙ୍କ ନିଷ୍ପତି: ଅପରାଧିକ ମାମଲା…
ଓଏଲ୍ ବ୍ୟୁରୋ: ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଅପରାଧିକ ମାମଲା ଥିଲେ ବି କୌଣସି ସରକାରୀ କର୍ମଚାରୀଙ୍କ ପଦୋନ୍ନତିରେ ସମସ୍ୟା ଉପୁଜିବ ନାହିଁ। ଏକ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ଯଦି ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ଅପରାଧିକ…