Odisha Link
Bridging the Missing Links in Odisha

ବସ୍‌ ଧର୍ମଘଟ ଡ଼ାକରା: ରାଜ୍ୟ ସରକାରଙ୍କ…

ଓଏଲ୍‌ ବ୍ୟୁରୋ: ଆଉ ଦିନକ ପରେ ଆରମ୍ଭ ହେବ ପୂଜା ଛୁଟି। ଆଉ ଏହା ପୂର୍ବରୁ ବସ୍‌ ଧର୍ମଘଟ ଡାକରା ଦେଇଛି ବସ୍‌ ମାଲିକ ସଂଘ। ଯାହାଫଳରେ ସାଧାରଣ ଲୋକ ହଇରାଣ ହୋଇପାରନ୍ତି। କାରଣ ୨୦ ତାରିଖ ତଥା ଶୁକ୍ରବାରଠୁ ସାରା ରାଜ୍ୟରେ ବସ୍‌ ଗଡ଼ବନି ବୋଲି ସଂଘ ପକ୍ଷରୁ କୁହାଯାଇଛି। ସଂଘ ଆହୁରି କହିଛି ଯେ, ଆମ ପାଖରେ…

ବିଶ୍ବକପ୍‌ ୨୦୨୩: ରୋହିତଙ୍କ ଟାର୍ଗେଟରେ…

ଓଏଲ୍‌ ବ୍ୟୁରୋ: ଦିନିକିଆ ବିଶ୍ବକପ୍‌ ୨୦୨୩ର ୧୭ତମ ମୁକାବିଲା ଆଜି ଭାରତ-ବାଂଲାଦେଶ ମଧ୍ୟରେ ଖେଳାଯିବ। ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ପାକିସ୍ତାନକୁ ପରାସ୍ତ କରି ଆତ୍ମବିଶ୍ବାସରେ ଥିବା ରୋହିତ ଶର୍ମାଙ୍କ ଦଳକୁ ଏବେ ବାଂଲାଦେଶ ଆହ୍ବାନର ସମ୍ମୁଖୀନ ହେବାକୁ ପଡ଼ିବ। ବର୍ତମାନର ଫର୍ମକୁ ଦେଖିଲେ ଭାରତ ଏହି…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆସନ୍ତା ୨୪…

ଓଏଲ୍‌ ବ୍ୟୁରୋ: ପାଖେଇ ଆସିଲା ପାର୍ବଣର ଋତୁ। ଏହାକୁ ନେଇ ଚଳଚଞ୍ଚଳ ହୋଇ ଉଠିଲାଣି ସମସ୍ତ ପୂଜା ମଣ୍ଡପ। ଅକ୍ଟୋବର ଓ ନଭେମ୍ବରରେ ବିଭିନ୍ନ ପୂଜା ଯଥା ଦୁର୍ଗାପୂଜା, କାଳୀପୂଜା, ଲକ୍ଷ୍ମୀପୂଜା ଇତ୍ୟାଦି ଅନୁଷ୍ଠିତ ହେବାକୁ ଯାଉଛି। ତେବେ ଏଥର ପାର୍ବଣ ଋତୁରେ ପୁଣି ବର୍ଷା ହେବାର ଆଶଙ୍କା କରାଯାଉଛି।…

ବିଶ୍ୱକପ୍‌ ୨୦୨୩: ଆଜି ମୁହାଁମୁହିଁ ହେବେ…

ଓଏଲ୍‌ ବ୍ୟୁରୋ: ଆଜି ବିଶ୍ବକପରେ ହାଇଭୋଲଟେଜ୍ ମ୍ୟାଚ୍। ପୁଣେରେ ଦିନ ୨ଟାରେ ଭାରତକୁ ଭେଟିବ ବାଂଲାଦେଶ। ଆଜି ଭାରତ ମ୍ୟାଚ ଜିତି ଅପରାଜେୟ ଧାରା ବଜାୟ ରଖିବାକୁ ଲକ୍ଷ୍ୟ ରଖିଥିବାବେଳେ ଦ୍ବିତୀୟ ବିଜୟ ଆଶାରେ ରହିଛି ବାଂଲାଦେଶ। ୩ଟି ମ୍ୟାଚ ଖେଳି ବିଜୟ ସହିତ ଭାରତ ପଏଣ୍ଟ ଟେବୁଲର ଦ୍ବିତୀୟ ସ୍ଥାନରେ…

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ: ୧୨ରୁ…

ଓଏଲ୍‌ ବ୍ୟୁରୋ: ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ୧୨ରୁ ଅଧିକ ପ୍ରସ୍ତାବରେ ମୋହର ଲାଗିପାରେ। ମେଟ୍ରୋ ଟ୍ରେନ୍ କ୍ୟାଡର୍ ପୁନଃଗଠନ ସହ ନଗର ଉନ୍ନୟନ ଗଣଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭାଗର ପ୍ରସ୍ତାବ ଆସିବ।…

ଆୟ ବହିର୍ଭୂତ ସଂପତ୍ତି ପଡ଼ିଲା ମହଙ୍ଗା,…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ। ଭିଜିଲାନ୍ସ ପଞ୍ଝାରେ ପଡିଥିବା ଅଫିସର ଜଣକ ହେଉଛନ୍ତି ଅନୁଗୁଳ ପାଲଲହଡ଼ା ବିଇଓ ଅଫିସ୍‌ର ଜେଇ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଜେଇ ପ୍ରସନ୍ନ କୁମାର ପାଣି ଗିରଫ ହୋଇଥିବା ସୂଚନା ରହିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ…

ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ରାଜଧାନୀ,…

ଓଏଲ୍‌ ବ୍ୟୁରୋ: ପାଖେଇ ଆସିଲା ପାର୍ବଣର ଋତୁ ଏହାକୁ ନେଇ ଚଳଚଞ୍ଚଳ ହୋଇ ଉଠିଲାଣି ସମସ୍ତ ପୂଜା ମଣ୍ଡପ। ଅକ୍ଟୋବର ଓ ନଭେମ୍ବରରେ ବିଭିନ୍ନ ପୂଜା ଯଥା ଦୁର୍ଗାପୂଜା, କାଳୀପୂଜା, ଲକ୍ଷ୍ମୀପୂଜା ଇତ୍ୟାଦି ଅନୁଷ୍ଠିତ ହେବାକୁ ଯାଉଛି। ଦୁର୍ଗାପୂଜା ଆରମ୍ଭ ହେବାକୁ ଥିବାବେଳେ ଏନେଇ ପୂର୍ବ ପ୍ରସ୍ତୁତି ଶେଷ…

ଜଟଣୀରୁ ଲଢ଼ିବେ ମନ୍ମଥ

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଆଗାମୀ ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜର ଗୋଟି ଚାଳନା ଆରମ୍ଭ କଲେଣି। ତେବେ ଏହାରି ମଧ୍ୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ସୁର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହା ରାଜ୍ୟ ରାଜନୀତିରେ…

ଆସନ୍ତାକାଲିଠୁ ଗଡ଼ିବନି ଘରୋଇ ବସ୍

ଓଏଲ୍‌ ବ୍ୟୁରୋ: ଆଉ ଦିନକ ପରେ ଆରମ୍ଭ ହେବ ପୂଜା ଛୁଟି। ଆଉ ଏହା ପୂର୍ବରୁ ବସ୍‌ ଧର୍ମଘଟ ଡାକରା ଦେଇଛି ବସ୍‌ ମାଲିକ ସଂଘ। ଯାହାଫଳରେ ସାଧାରଣ ଲୋକ ହଇରାଣ ହୋଇପାରନ୍ତି। କାରଣ ୨୦ ତାରିଖ ତଥା ଶୁକ୍ରବାରଠୁ ସାରା ରାଜ୍ୟରେ ବସ୍‌ ଗଡ଼ବନି ବୋଲି ସଂଘ ପକ୍ଷରୁ କୁହାଯାଇଛି। ସଂଘ ଆହୁରି କହିଛି ଯେ, ଆମ ପାଖରେ…

ଚିନ୍ତାରେ ସୁନ୍ଦରଗଡ଼ ବାସିନ୍ଦା, ହୁ ହୁ…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଡେଙ୍ଗୁ ଓ ମ୍ୟାଲେରିଆକୁ ନେଇ ଭୟ ଲାଗି ରହିଥିବାବେଳେ ଏବେ ଆଉ ଏକ ଆତଙ୍କ ଦେଖିବାକୁ ମିଳିଛି। ବର୍ତ୍ତମାନ ସ୍କ୍ରବ ଟାଇଫସ୍‌ ଭୂତାଣୁ ଜନିତ ରୋଗର ଆତଙ୍କ ଓଡ଼ିଶାରେ ଦେଖିବାକୁ ମିଳିଛି। ଆଜି ଆଉ ୧୨ ସ୍କ୍ରବ ଟାଇଫସ୍‌ ଆକ୍ରାନ୍ତ ଚିହ୍ନଟ କରାଯାଇଛି। ସୁନ୍ଦରଗଡ଼ରେ ଜିଲ୍ଲାରେ…