Odisha Link
Bridging the Missing Links in Odisha

କେବେ ଆସିବ ବିଜେପିର ସମ୍ପୂର୍ଣ୍ଣ…

ଓଏଲ୍‌ ବ୍ୟୁରୋ: ବାଜିଛି ନିର୍ବାଚନୀ ବିଗୁଲ। ହେଲେ ଅଟକିଛି ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ…

ମଦ ଦୁର୍ନୀତି ମାମଲା: ସୁପ୍ରିମକୋର୍ଟର…

ଓଏଲ୍‌ ବ୍ୟୁରୋ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ଦ୍ବାରା ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଜି ହାଇକୋର୍ଟରୁ ବଡ଼ ଝଟ୍‌କା ମିଳିବା ପରେ ସେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଇଡି ରିମାଣ୍ଡ ସରିବା ପରେ ଜେଲରେ ଦିନ କାଟୁଛନ୍ତି କେଜରିୱାଲ।…

ବଢ଼ିଲା ମୋକିମଙ୍କ ଅଡ଼ୁଆ; ଭିଜିଲାନ୍ସ…

ଓଏଲ୍‌ ବ୍ୟୁରୋ: ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ଏହାରି ମଧ୍ୟରେ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ଭିଜିଲାନ୍ସ କୋର୍ଟର ରାୟ କାଏମ…

ନୀଳଗିରିରେ ହୋଇପାରେ ତ୍ରିମୁଖୀ ଲଢ଼େଇ;…

ଓଏଲ୍‌ ବ୍ୟୁରୋ: ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ…

ଡିଜିପିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ମାଓ…

ଓଏଲ୍‌ ବ୍ୟୁରୋ: ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ଅନ୍ୟପଟେ ମାଓବାଦୀଙ୍କ କାରନାମାକୁ ରୋକିବା ପାଇଁ ପୁଲିସ ବିଭାଗ ପକ୍ଷରୁ ବୈଠକ କରାଯାଇଛି। ଡିଜିପିଙ୍କ…

ଆସନ୍ତାକାଲି ତୃତୀୟ ଛେନାପୋଡ଼ ଦିବସ;…

ଓଏଲ୍‌ ବ୍ୟୁରୋ: ଓଡ଼ିଆ ମିଡିଆ ପ୍ରାଇଭେଟ ଲିମିଟେଡ ଓ ନୟାଗଡ଼ ବିକାଶ ମଞ୍ଚ ମିଳିତ ଆନୁକୁଲ୍ୟରେ ଆସନ୍ତାକାଲି ଅର୍ଥାତ ଏପ୍ରିଲ୍‌ ୧୧ ତାରିଖ ସକାଳ ୧୦ଟାରେ ଭୁବନେଶ୍ବର ଜୟଦେବ ଭବନଠାରେ ୩ୟ ଛେନାପୋଡ଼ ଦିବସ ମହାସମାରୋହରେ ପାଳିତ ହେଉଛି। ଏ ନେଇ ମଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି। ଓଡ଼ିଶାର ପ୍ରସିଦ୍ଧ ମିଠା…

ପୁଲିସ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ:…

ଓଏଲ୍‌ ବ୍ୟୁରୋ: ଆଜିକାଲି ସାଧାରଣତଃ ସମସ୍ତେ ଟାଟୁ ପ୍ରିୟ ହୋଇଗଲେଣି। କିଏ ହାତରେ ଭଗବାନଙ୍କ ଟାଟୁ ତ ପୁଣି କିଏ ବିଭିନ୍ନ ପ୍ରକାରର ଟାଟୁ କରିଥିବା ଦେଖିବାକୁ ମିଳୁଛି। ତେବେ ଏସବୁ ମଧ୍ୟରେ ପୁଲିସ କର୍ମଚାରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ ଜାରି ହୋଇଛି। ଦେହରେ ଟାଟୁ ଥିଲେ ତୁରନ୍ତ ଲିଭାଇବାକୁ ଡିସିପି…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩…

ଓଏଲ୍‌ ବ୍ୟୁରୋ: ଜୟପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ୨ ବାଇକ ମୁହାଁମୁହିଁ ଧକ୍କା ହେବା ଦ୍ୱାରା ୩ ଚାଲିଯାଇଥିବାବେଳେ ୪ ଗୁରୁତର ଆହତ ହୋଇଛନ୍ତି। ସଦର ଥାନା ଗାଗନାପୁରରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି। ୪ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

ପୁରୀ: ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ସମୟରେ ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତମହାପାତ୍ର ସେବାୟତ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର…

ସାଧାରଣ ସୁବିଧାରୁ ବଂଚିତ ଶିଶୁମାନଙ୍କର…

ଭୁବନେଶ୍ୱର: ସାଧାରଣ ମାନର ଜୀବନଯାପନ ଅଧିକାରରୁ ବଂଚିତ ପନ୍ଦର ଜଣ ଶିଶୁ ଗତ ଶନିବାର ଦିନ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ବୁଲି ଦେଖିବା ସହ ରେଡ଼ିଓ ମାଧ୍ୟମରେ ନିଜର ଜୀବନର ଅନୁଭୂତି ବଖାଣିବା ସହ ନିଜର ଉତମ ଭବିଷ୍ୟତ ନେଇ ଆଶା ପ୍ରକାଶ କରିଛନ୍ତି । ପ୍ରଥମ ଥର ପାଇଁ କୌଣସି ରେଡ଼ିଓ ଷ୍ଟେସନ୍‌କୁ ଆସି ଅଭିଭୁତ…