ବଳ ଗୋଟାଉଛି ବିଜେପି, ଲକ୍ଷ୍ୟ ୪୦୦
ଓଏଲ୍ ବ୍ୟୁରୋ: ଗଣତନନ୍ତ୍ରର ମହାନ ପର୍ବ ପାଇଁ ପ୍ରସ୍ତୁତ ହେଉଛି ଭାରତ। ଆଉ ଖାସ୍ ସେଇଥିପାଇଁ ନିର୍ବାଚନ ଯେତେ ପାଖଉଛି ପଲ୍ଲୀରୁ ଦିଲ୍ଲୀ ରାଜନୀତି ସରଗରମ ହେଇ ଉଠିଛି। ବିଶେଷ ଭାବେ ଏନ୍ଡିଏ ଓ ଇଣ୍ଡିଆକୁ ନେଇ ରାଜନୈତିକ ପାଣିପାଗ ଗରମ ରହିଛି। ଏସବୁ ମଧ୍ୟରେ ବଳ ଗୋଟାଇବାରେ ଲାଗିଛି ଭାରତୀୟ ଜନତା…