୪ର୍ଥ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ…
ଓଏଲ୍ ବ୍ୟୁରୋ: ବିଜୁ ଜନତା ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ଆଜି ୯ ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ। ଏଥିସହିତ ବାଲେଶ୍ବର ସାଂସଦ ପ୍ରାର୍ଥୀ ଭାବେ ବିଜୁ ଜନତା ଦଳ ଲେଖାଶ୍ରୀ…