Odisha Link
Bridging the Missing Links in Odisha
Browsing Tag

Ganjei Seized

ଆମ୍ବୁଲାନ୍ସରୁ ଗଞ୍ଜେଇ ଜବତ, ୨ ଅଭିଯୁକ୍ତ…

ଓଏଲ୍‌ ବ୍ୟୁରୋ : ଆମ୍ବୁଲାନ୍ସରେ ରୋଗୀ ବଦଳରେ ଯାଉଥିଲା ଗଂଜେଇ ଆଉ ଧରିଲା ପୁଲିସ। ଘଟଣାଟି ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅଞ୍ଚଳରେ ହୋଇଥିବା ବେଳେ ପୁଲିସ୍‌ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବୌଦ୍ଧ ଜିଲ୍ଲା ଅଙ୍କୁନ ଗ୍ରାମର ପ୍ରଶାନ୍ତ ଗୁରୁ ଏବଂ ବରଗଡ଼ ସହରର କୈଳାସ…

ଗଞ୍ଜେଇ ଭର୍ତ୍ତି ପିକଅପ ଭ୍ୟାନ୍ ଜବତ

ଖୋର୍ଦ୍ଧା : ଗଞ୍ଜେଇ ଭର୍ତ୍ତି ପିକଅପ ଭ୍ୟାନ୍ ଜବତ। ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଗୋଡିପଡା ଟୋଲ୍ ଗେଟ୍ ନିକଟରେ ଜବତ କଲା ପୁଲିସ । ୭୦ କେଜି ଗଞ୍ଜେଇ ଜବତ ହୋଇଥିବାବେଳେ ଏହାର ଆନୁମାନିକ ମୂଲ୍ୟ ୫ ଲକ୍ଷ ୬୦ ହଜାର ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ ସୂଚନା…

ଗଞ୍ଜେଇ ବୋଝେଇ ହାଇଓ୍ବା ଜବତ

ବଲାଙ୍ଗୀର: ବଲାଙ୍ଗୀର ଆରଟିଓ ଅଫିସ ଛକରେ ଗଞ୍ଜେଇ ବୋଝେଇ ହାଇଓ୍ବା ଟ୍ରକ୍ ଜବତ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏସଡିପିଓଙ୍କ ନେତୃତ୍ବରେ ଟ୍ରକ୍‌କୁ ଜବତ କରିଛି ବଲାଂଗୀର ପୋଲିସ। ଟ୍ରକ୍ ସହ ଡ୍ରାଇଭରକୁ ଅଟକ ରଖିଛି ପୋଲିସ। ଟ୍ରକ୍‌ରୁ ୩୦ କ୍ବିଣ୍ଟାଲରୁ ଅଧିକ ଗଞ୍ଜେଇ ଥିବା ଜଣାପଡିଥିବା ବେଳେ…