Odisha Link
Bridging the Missing Links in Odisha
Browsing Tag

Heavy Rainfall

୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ୱେଲମାର୍କରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପଟି ଅବପାତରେ ପରିଣତ ହେବା ନେଇ ସମ୍ଭାବନା ରହିଛି । ପରେ ପଶ୍ଚିମ -ଉତ୍ତର ପଶ୍ଚିମକୁ ଗତି କରି ୧୨ରେ ଆନ୍ଧ୍ର ଉପକୂଳ ଛୁଇଁବ । ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ…

ବଙ୍ଗୋପସାଗରରେ ଘନୀଭୂତ ହେଲା ଲଘୁଚାପ

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାର ୭ ଜିଲ୍ଲା ପାଇଁ ରେଡ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ସେଗୁଡ଼ିକ ହେଲା ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡ଼ା ଓ ଦେବଗଡ଼ ।ଲଘୁଚାପ ପ୍ରଭାବରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ପୂର୍ବ…

ଲଗାଣ ବର୍ଷାରେ ବେହାଲ ସାରା ରାଜ୍ୟ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି। ଆଜି ମଧ୍ୟ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଜାରି ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଅତିପ୍ରବଳ ବର୍ଷା ଆଶଙ୍କା ଥିବା କେନ୍ଦୁଝର,…

କେଉଁ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବ…

ଭୁବନେଶ୍ବର: ସାରା ରାଜ୍ୟରେ ୨ଦିନ ହେବ ବର୍ଷା ଲାଗିରହିଛି। ହେଲେ ଆଜି ରାଜ୍ୟର ୧୩ ଜିଲ୍ଲାରେ ବର୍ଷା ହେବ। ସହ ଘଡ଼ଘଡ଼ି ମାରିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୦ଟା ୧୫ ଯାଏ ସତର୍କ ରହିବାକୁ କିଛି ଜିଲ୍ଲାବାସୀଙ୍କୁ ପରାମର୍ଶ…

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା…

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ମିଳିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୮ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି…

ଆସନ୍ତାକାଲି ଲଘୁଚାପ ସୃଷ୍ଟି ହେବାର…

ଭୁବନେଶ୍ୱର : ଆସନ୍ତାକାଲି ଠାରୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ମୟୂରଭଞ୍ଜ, ଝାରସୁଗୁଡା, ଢେଙ୍କାନାଳ, କଟକ। ଏନେଇ ଭୁବନେଶ୍ୱର…

ଆସୁଛି ଆଉ ଦୁଇଟି ଲଘୁଚାପ

ଭୁବନେଶ୍ବର : ପୁଣି ଦୁଇଟି ଲଘୁଚାପ ବଙ୍ଗୋପସାଗରରେ ଦାନା ବାନ୍ଧୁଛି। ପ୍ରଥମେ ୨୮ରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୯ରୁ ଏହା ଲଘୁଚାପରେ ପରିଣତ ହେବ। ଏହାପରେ ସେପ୍ଟେମ୍ବର ୨ରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବ। ଦୁଇଟି ଯାକ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ସେପ୍ଟେମ୍ବର…

ରାଜ୍ୟର ୬ ଜିଲ୍ଲାରେ ପ୍ରବଳ ବର୍ଷା…

ଭୁବନେଶ୍ବର : ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ମଧ୍ୟ ଆରମ୍ଭ ହୋଇଗଲାଣି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ୬ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।…

ଆହୁରି ୪୮ ଘଣ୍ଟା ବର୍ଷା ସମ୍ଭାବନା

ଭୁବନେଶ୍ବର : ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ବାଂଲାଦେଶ ଉପକୂଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ୪୮ ଘଣ୍ଟା ବର୍ଷା ହେବାର ସମ୍ଭାବନା ରହିଛି । ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା…

୧୧ ଜିଲ୍ଲାକୁ ପ୍ରବଳ ବର୍ଷା

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍‌ ଡିପ୍ରେସନ୍‌ର ରୂପ ନେଇଛି। ଏହାର ପ୍ରଭାବରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୧ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ରାଜ୍ୟ ସରକାର ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, କଳାହାଣ୍ଡି,…