ବଢ଼ିଲା ହୀରାକୁଦ ଜଳସ୍ତର, ଖୋଲିଲା…
ଓଏଲ୍ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଡ୍ୟାମ୍ର ଜଳସ୍ତର ସର୍ବୋଚ୍ଚ ସ୍ତରରେ ପହଂଚିଥିଲା। ତେବେ ବର୍ତ୍ତମାନ ହୀରାକୁଦର ଆଉ ୪ଟି ଗେଟ୍ ଖୋଲିଲା। ମୋଟ ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି…