Odisha Link
Bridging the Missing Links in Odisha
Browsing Tag

IAS

ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନ ପୂର୍ବରୁ ଓଡ଼ିଶା ସରକାର ଆଜି ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ହେଲେ ଶ୍ରୀମନ୍ଦିର ଅତିରିକ୍ତ ମୁଖ୍ୟ ପ୍ରଶାସକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଥିବା ରଂଜନ ଦାସ ହେଲେ କେନ୍ଦ୍ରାଞ୍ଚଳ ଆର୍‌ଡିସି। ସେହିପରି ଶ୍ରୀକାନ୍ତ…

ଆଇଏଏସ୍‌ସ୍ତରରେ ଅଦଳବଦଳ

ଭୁବନେଶ୍ବର: ମଙ୍ଗଳବାର ରାଜ୍ୟ ସରକାର ଆଇଏଏସ୍‌ସ୍ତରରେ କରିଛନ୍ତି ଛୋଟ ଧରଣର ଅଦଳବଦଳ। ଝାରସୁଗୁଡ଼ା ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କୁ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ସେହିପରି ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଥିବା ୨୦୧୧ କ୍ୟାଡର…

କେନ୍ଦ୍ରୀୟ ଡେପୁଟେସନ୍‌ରେ ଶ୍ରୀମନ୍ଦିର…

ଓଏଲ୍‌ ବ୍ୟୁରୋ: କେନ୍ଦ୍ରୀୟ ଡେପୁଟେସନ୍‌ରେ ଗଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆଇଏଏସ୍‌ ଅଫିସର କ୍ରିଷନ କୁମାର। ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। କ୍ରିଷନ୍‌ କୁମାରଙ୍କୁ କେନ୍ଦ୍ର ବାଣିଜ୍ୟ ବିଭାଗର ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରାଯିବ। ୨୦୦୨ ବ୍ୟାଚ୍‌ର…

ଆଇଏଏସ୍‌ ସ୍ତରରେ ଅଦଳବଦଳ, କାହାକୁ କେଉଁ…

ଭୁବନେଶ୍ବର: ଇଂରାଜୀ ନବବର୍ଷର ଦିନକ ପରେ ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଜାରି ହୋାଇଛି ବିଜ୍ଞପ୍ତି। କୃଷି ଉତ୍ପାଦନ କମିଶନର ଥିବା ରାଜ କୁମାର ଶର୍ମାଙ୍କୁ ଅତିରିକ୍ତ ସଚିବ ଭାବେ ସ୍ୱାସ୍ଥ୍ୟ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଏହାଛଡ଼ା ତାଙ୍କୁ ରାଜ୍ୟ…

ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଆଇଏଏସ୍ ଅଶୋକ ମିନାଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ପର୍ଯ୍ୟଟନ ଓ କ୍ରୀଡ଼ା ବିଭାଗ ପ୍ରମୁଖ ସଚିବ ବିଶାଳ ଦେବଙ୍କୁ ଅର୍ଥ ବିଭାଗ ପ୍ରମୁଖ ସଚିବ ଭାବେ ନୂଆ ନିଯୁକ୍ତି ମିଳିଛି।…

ବରମୁଣ୍ଡା ବସଷ୍ଟାଣ୍ଡ ବୁଲିଲେ ପାଣ୍ଡିଆନ୍

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶକ୍ରମେ ଆଜି ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ପରିଦର୍ଶନ କଲେ ୫ଟି ସଚିବ ଆଇଏଏସ୍ ଭି. କାର୍ତ୍ତିକେୟନ ପାଣ୍ଡିଆନ୍। ଅନ୍ତଃରାଜ୍ୟ ବସ୍‌ ଟର୍ମିନାଲ କାମର ସମୀକ୍ଷା କଲେ ପାଣ୍ଡିଆନ୍। ୨୦୨୨ ଜୁନ୍‌ ସୁଦ୍ଧା ସରିବ ବସ୍‌ ଟର୍ମିନାଲ କାମ। ଖର୍ଚ୍ଚହେବ…

IAS ସ୍ତରରେ ବଡ଼ ଧରଣର ଅଦଳ ବଦଳ

ଭୁବନେଶ୍ବର: ନିକଟରେ ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ବଡ଼ ଧରଣର ଅଦଳ ବଦଳ କରିଥିଲେ। ରବିବାର ଦିନ ରାଜ୍ୟ ସରକାର IAS ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ପୂର୍ବତନ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ବା WODCର CEO ଭାବେ ନିଯୁକ୍ତ କରିଛନ୍ତି ସରକାର।…

ବାତ୍ୟା ମୁକାବିଲା: ୫ ବରିଷ୍ଠ ଆଇଏଏସ୍‌,…

ଭୁବନେଶ୍ୱର: ଧୀରେ ଧୀରେ ମାଡ଼ି ମାଡ଼ି ଆସୁଛି ବାତ୍ୟା ୟଶ। ବାତ୍ୟା ୟଶ ଆସନ୍ତା ୨୬ ତାରିଖ ଦ୍ୱିପ୍ରହରରେ ପାରାଦୀପ-ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ବାତ୍ୟା ୟଶ୍ ନେଇ ପ୍ରସ୍ତୁତି ଜୋରଦାର କରିଛନ୍ତି ରାଜ୍ୟ ସରକାର । ସର୍ବାଧିକ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକାରେ ବାତ୍ୟା ମୁକାବିଲା…

ଲୋକସମ୍ପର୍କ ସଚିବ ହେଲେ ବିଷ୍ଣୁପଦ ସେଠୀ

ଭୁବନେଶ୍ବର: ରାଜସ୍ବ ଓ ବିପର୍ଯ୍ୟସ୍ତ ପରିଚାଳନା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କୁ ପୁଣି ମିଳିଛି ଅତିରିକ୍ତ ଦାୟିତ୍ବ। ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ତୁଲାଇବେ ଶ୍ରୀ ସେଠୀ। ପୂର୍ବରୁ ତାଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ବ…

ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟରେ ଆଇଏଏସସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ୧୯୯୫ ବ୍ୟାଚ ଆଇଏଏସ ବିଷ୍ଣୁପଦ ସେଠୀ ଏବେ ରାଜସ୍ୱ ବିଭାଗର ପ୍ରମୁଖ ସଚିବ ସହ ଅତିରିକ୍ତ ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ତୁଲାଉ ଥିବା ବେଳେ ତାଙ୍କୁ ଅତିରିକ୍ତ ଭାବେ ସୂଚନା ଓ…