୩ ଦିନ ହେବ ଉପବାସରେ ଶ୍ରୀଲିଙ୍ଗରାଜ;…
ଓଏଲ୍ ବ୍ୟୁରୋ: ଲିଙ୍ଗରାଜ ମହାପ୍ରଭୁଙ୍କ ନୀତିକାନ୍ତିରେ ବିଭ୍ରାଟ ହୋଇଛି। ତିନି ଦିନ ହେବ ଠାକୁରଙ୍କ ନୀତି ବନ୍ଦ ହୋଇଯାଇଛି। ତିନି ଦିନ ହେବ ଠାକୁରଙ୍କ ନୀତି ବନ୍ଦ ହୋଇଥିବାରୁ ଭକ୍ତଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି। ତେବେ ଆଜି ବିବାଦର ସମାଧାନ ହେବା ନେଇ ସେବାୟତ ଓ ମନ୍ଦିର ପ୍ରଶାସନ ଆଶା…