Odisha Link
Bridging the Missing Links in Odisha
Browsing Tag

Mohan Bhagwat

ଓଡ଼ିଶା ଆସୁଛନ୍ତି ଆର୍‌ଏସ୍‌ଏସ୍‌ ମୁଖ୍ୟ…

ଭୁବନେଶ୍ବର: ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ସରସଂଘଚାଳକ ଡ. ମୋହନ ଭାଗବତ। ୨୪ ତାରିଖ ରାତିରେ ସେ ଭୁବନେଶ୍ୱରରେ ପହଞ୍ଚିବେ। ୫ ଦିନିଆ ଗସ୍ତ ସାରି ସେ ଅଗଷ୍ଟ ୨୯ ତାରିଖରେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର…

ମୋହନ ଭାଗବତଙ୍କୁ କରୋନା

ନାଗପୁର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ପ୍ରମୁଖ ମୋହନ ଭାଗବତ କରୋନା ପଜିଟିଭ୍। ଆରଏସଏସ ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ଗତକାଲି ସେ କରୋନାରେ ସଂକ୍ରମିତ ହେବା ପରେ ନାଗପୁରର କିଙ୍ଗଜଓ୍ୱେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କରୋନା ପଜିଟିଭ ହେବା ପୂର୍ବରୁ ତାଙ୍କ ପାଖରେ ଲକ୍ଷଣ…

ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ମୋହନ…

ନୂଆଦିଲ୍ଲୀ: ଚଳିତ ବର୍ଷ ଏପ୍ରିଲ ମାସରେ ହୋଇପାରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ। ଏଥିପାଇଁ ପଶ୍ଚିମବଙ୍ଗ ରାଜନୀତି ସରଗରମ। ଏସବୁ ମଧ୍ୟରେ ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ଆଜି ତାଙ୍କ ମୁମ୍ବାଇ ସ୍ଥିତ ବାସଭବନରେ ଆରଏସଏସର ମୁଖ୍ୟ ମୋହନ ଭାଗବତ ସାକ୍ଷାତ କରିଛନ୍ତି। ଯାହାକୁ ନେଇ ରାଜୈନିତକ…

ଭୁବନେଶ୍ୱରରେ ମୋହନ ଭାଗବତ

ଭୁବନେଶ୍ୱର: ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘର ମୁଖ୍ୟ ମୋହନ ଭାଗବତ। ସେ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଆର୍‌ଏସ୍‌ଏସ୍‌ର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳରେ ଯୋଗଦେବେ। ପୂର୍ବକ୍ଷେତ୍ର ପାଇଁ ଉଦ୍ଧିଷ୍ଟ ଏହି ବୈଠକ ଆସନ୍ତା ୨ ଦିନ…

ଓଡ଼ିଶା ଆସୁଛନ୍ତି ଆରଏସ୍‌ଏସ୍‌ ମୁଖ୍ୟ…

ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘର ମୁଖ୍ୟ ମୋହନ ଭାଗବତ ଆଜି ତିନିଦିନିଆ ଓଡ଼ିଶା ଗ୍ରସ୍ତରେ ଆସୁଛନ୍ତି। କରୋନା ମହାମାରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆରଏସ୍ଏସର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳ କ୍ଷେତ୍ର ସ୍ତରରେ କାର୍ଯ୍ୟକ୍ରମ ହେଉଛି। ସେ ଆଜି ଭୁବନେଶ୍ବରେ ପହଞ୍ଚିବା ସହିତ ଆସନ୍ତାକାଲି…

ଆର୍‌ଏସ୍ଏସ୍‌ ମୁଖ୍ୟଙ୍କ ଭିଡିଓ…

ଭୁବନେଶ୍ବର: ଆଜି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ଅଧ୍ୟକ୍ଷ ମୋହନ ଭାଗବତ ସଂଘର ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। ନିଜାମୁଦ୍ଦିନ୍‌ ମର୍କାଜା ଘଟଣା ବୋଲି ସିଧାସଳଖ ନ କହିଥିଲେ ମଧ୍ୟ ପରୋକ୍ଷରେ ଏହି ଘଟଣାକୁ ନେଇ ଚାଲିଥିବା ଅରୋପ-ପ୍ରତ୍ୟରୋପ ଉପରେ ମତ ରଖିଛନ୍ତି ଭାଗବତ। ଆଜି…

ଜନସଂଖ୍ୟା ନିୟନ୍ତ୍ରଣ ଆଇନ ପ୍ରଣୟନ…

ଲକ୍ଷ୍ନୌ: ଦେଶର ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ଆଇନ ପ୍ରଣୟନ କରିବାକୁ ସାଂସଦମାନେ ବିଧେୟକ ଆଗତ କରନ୍ତୁ ବୋଲି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ମୁଖ୍ୟ ମୋହନ ଭାଗବତ କହିଛନ୍ତି। ମୋରାଦାବାଦ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲଜିରେ ଆୟୋଜିତ ଏକ ସଭାରେ ଉଦ୍‌ବୋଧନ ଦେଇ ମୋହନ କହିଲେ କି, ଦେଶର ପ୍ରକୃତ ବିକାଶ…

ଧର୍ମ ଓ ସଂସ୍କୃତି କିଛି ବି ହେଉ, ସଂଘ…

ହାଇଦ୍ରାବାଦ: ୧୩୦ କୋଟି ଜନତାଙ୍କୁ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ହିନ୍ଦୁ ସମାଜ ଭାବେ ବିଚାର କରେ। ଏଭଳି ମନ୍ତବ୍ୟ ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ମୁଖ୍ୟ ମୋହନ ଭାଗବତ। ସରୁଙ୍ଗନଗର ଇଣ୍ଡୋର୍‌ ଷ୍ଟାଡିୟମ୍‌ରେ ଆୟୋଜିତ ‘ବିଜୟ ସଙ୍କଳ୍ପ ଶିବିରମ୍‌ର ସାର୍ବଜନିକ ଉତ୍ସବ’ରେ ଭାଷଣ ଦେଇ ରାଷ୍ଟ୍ରୀୟ…

ଅଯୋଧ୍ୟା ଶୁଣାଣିକୁ ସ୍ବାଗତ ଜଣାଇଲେ ମୋହନ…

ନୂଆଦିଲ୍ଲୀ: ଅଯୋଧ୍ୟା ଜମି ବିବାଦକୁ ନେଇ ଆଜି ସୁପ୍ରିମକୋର୍ଟ ଐତିହାସିକ ରାୟ ଦେଇଛନ୍ତି। ଏବେ ଏହାକୁ ନେଇ ବିଭିନ୍ନ ମହଲରୁ ଭିନ୍ନ ଭିନ୍ନ ପ୍ରକାର ପ୍ରତିକ୍ରିୟା ପ୍ରକାଶ ପାଉଛି। ରାଷ୍ଟୀୟ ସ୍ବୟଂ ସେବକ ସଂଘର ମୁଖ୍ୟ ମୋହନ ଭାଗବତ ଏହି ରାୟକୁ ସ୍ବାଗତ ଜଣାଇଛନ୍ତି। ଦୀର୍ଘ ଦଶନ୍ଧୀ ଧରି ଚାଲିଥିବା ଏହି…

ସଂପୂର୍ଣ୍ଣ ହିନ୍ଦୁ ସମାଜକୁ ସଙ୍ଗଠିତ…

ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘର ଉଦ୍ଦେଶ୍ୟ ରାଷ୍ଟ୍ର  ନିର୍ମାଣ। ଏକ ଆଦର୍ଶ ରାଷ୍ଟ୍ର ନିର୍ମାଣ ପାଇଁ ବ୍ୟକ୍ତି ନିର୍ମାଣର ଆବଶ୍ୟକତା ଅଛି। ତେଣୁ ସଂଘ ଆଦର୍ଶ ବ୍ୟକ୍ତିତ୍ୱ ନିର୍ମାଣରେ ତାର ଉଦ୍ୟମ ଜାରି ରଖିଛି । ଦେଶର ମଙ୍ଗଳ ଓ କଲ୍ୟାଣ ପାଇଁ  ପୂରା ସମାଜ ପ୍ରସ୍ତୁତ ହେବା ଦରକାର । …