Odisha Link
Bridging the Missing Links in Odisha
Browsing Tag

Mumbai

ଏଣିକି ୨୦ ମିନିଟରେ ସମୁଦ୍ର ପାର, ସେତୁରେ…

ଓଏଲ୍‌ ବ୍ୟୁରୋ: ଲୋକାର୍ପିତ ହେଲା ଭାରତର ଦୀର୍ଘତମ ସମୁଦ୍ର ସେତୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅଟଳ ସେତୁର ଲୋକାର୍ପଣ କରିଛନ୍ତି। ଏହା ମୁମ୍ବାଇ ଓ ନଭି ମୁମ୍ବାଇକୁ ସଂଯୋଗ କରୁଛି। ଏହି ସେତୁର ଲମ୍ବ ୨୧.୮ କିଲୋମିଟର। ଏଥିରୁ ୧୬.୫ କିଲୋମିଟର ସମୁଦ୍ର ଉପରେ ରହିଛି। ବାକି ଅଂଶ ଭୂମି ଉପରେ…

ଚଳନ୍ତା ଟ୍ରେନରେ ଗୁଳିମାଡ଼; ବନ୍ଧା ହେଲେ…

ଓଏଲ୍‌ ବ୍ୟୁରୋ: ଜୟପୁର-ମୁମ୍ବାଇ ଏକ୍ସପ୍ରେସ ଟ୍ରେନରେ ଗୁଳିକାଣ୍ଡ। ଚଳନ୍ତା ଟ୍ରେନ୍‌ରେ ଜଣେ କାର୍ଯ୍ୟରତ ଆରପିଏଫ୍‌ ପୁଲିସ ଆଖିବୁଜା ଗୁଳିମାଡ଼ କରିଛନ୍ତି। ଯାହାଫଳରେ ଘଟଣାସ୍ଥଳରେ ହିଁ ୪ଜଣଙ୍କ ଜୀବନ ଚାଲିଯାଇଛି। ଆଜି ଭୋର ପ୍ରାୟ ସାଢ଼େ ୫ଟା ସମୟରେ ଏଭଳି ଅଘଟଣ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଆରପିଏଫ୍‌…

ମୁକେଶ ଅମ୍ବାନୀଙ୍କୁ ଭେଟିଲେ…

ଓଏଲ୍‌ ବ୍ୟୁରୋ: ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଅପରାହ୍ନରେ ମୁମ୍ବାଇରେ ବିଶିଷ୍ଟ ଶିଳ୍ପପତି ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡର ଚେୟାରମ୍ୟାନ୍‌ ମୁକେଶ ଅମ୍ବାନୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମିଳିଥିବା ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ…

ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ, ହକି…

ଓଏଲ୍‌ ବ୍ୟୁରୋ: ଆଜିଠୁ ୨ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଦୁଇଟି କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।ଓଡ଼ିଶା ନିବେଶକ ସମ୍ମିଳନୀ ଓ ସ୍ପୋର୍ଟସ ଷ୍ଟାର୍ ଏସେସ୍ ପୁରସ୍କାର ସମାରୋହରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା…

ବିଦ୍ୟାଳୟରେ ଛାତ୍ରୀ ଦୁଷ୍କର୍ମ ଘଟଣା

ଓଏଲ୍ ବ୍ୟୁରୋ : କ୍ଲାସରୁମରେ ଛାତ୍ରୀ ଅସୁରକ୍ଷିତ। ଅଷ୍ଟମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ଘଟଣା। ମହାରାଷ୍ଟ୍ର ମୁମ୍ବାଇରେ ସ୍କୁଲ ଭିତରେ ଜଣେ ଛାତ୍ରୀଙ୍କୁ ଦୁଷ୍କର୍ମ କରାଯାଇଥିବା ଖବର ସାମ୍ନାକୁ ଆସିଛି। ୧୩ ବର୍ଷର ଅଷ୍ଟମ ଶ୍ରେଶୀ ଛାତ୍ରୀଙ୍କୁ କ୍ଲାସ ରୁମ ଭିତରେ ତାଙ୍କର ୪ ଜଣ କ୍ଲାସମେଂଟ ଦୁଷ୍କର୍ମ…

ମହାରାଷ୍ଟ୍ରରେ ବର୍ଷା ବିତ୍ପାତ, ୩୬…

ମୁମ୍ବାଇ: ମୁମ୍ବାଇରେ ପ୍ରବଳ ବର୍ଷା। ପ୍ରବଳରୁ ଅତି ପ୍ରବଳ ବର୍ଷା ଫଳରେ ରାଇଗଡ଼ରେ ଭୂସ୍ଖଳନ ଘଟିଛି। ଏଥିରେ ମୃତକଙ୍କ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି। କେବଳ ତାଲାଇରେ ୩୨ ଓ ସଖର ସୁତର ୱାଦିରେ ୪ ଜଣଙ୍କ ମୃତ ହୋଇଛି। ସେପଟେ ଆହୁରି ୩୦ ଜଣ ଘର ମଧ୍ୟରେ ଫସିଥିବା ନେଇ ସୂଚନା ମିଳିଛି। ସୂଚନା ଅନୁସାରେ,…

ବିଗ୍‌ ବି’ଙ୍କ ବଙ୍ଗଳା ଭାଙ୍ଗିବ…

ମୁମ୍ବାଇ: ବଲିଉଡ ଜଗତର ମେଗା ଷ୍ଟାର ଓ ସୁପର ଷ୍ଟାର ଅଭିତାଭ ବଚ୍ଚନଙ୍କ ପାଇଁ ଅଡ଼ୁଆ। ବିଗ୍‌ ବିଙ୍କ ବଙ୍ଗଳା 'ପ୍ରତୀକ୍ଷା'କୁ ଭାଙ୍ଗିବ ବଏମ୍‌ସି। ବେଆଇନ ନିର୍ମାଣ ଅଭିଯୋଗରେ ବିଏମ୍‌ସି ୨୦୧୭ରେ ଅମିତାଭଙ୍କୁ ନୋଟିସ୍‌ ଜାରି କରିଥିଲା। କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନ ଥିଲା। ଏବେ ବଙ୍ଗଳାର କିଛି…

କୋଭିଡ୍‌ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ, ୨…

ମୁମ୍ବାଇ: କୋଭିଡ୍‌ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ। ଗତରାତିରେ ମୁମ୍ବାଇର ଏକ ମଲ୍‌ରେ ଥିବା ସନରାଇଜ୍‌ ହସ୍ପିଟାଲରେ କୋଭିଡ୍ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାରୁ ଦୁଇଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ହସ୍ପିଟାଲ…

ପୁଣିଥରେ ଜାରି ହୋଇପାରେ ଲକଡାଉନ

ମୁମ୍ବାଇ: ମହାରାଷ୍ଟ୍ରରେ ପୁଣି ମୁଣ୍ଡ ଉଠାଇଲେ କରୋନା ସଂକ୍ରମଣ। ଏହା ସ୍ଥାନୀୟ ପ୍ରଶାସନର ଚିନ୍ତା ବଢ଼ାଇଛି। ୧୩୧ ଦିନ ମଧ୍ୟରେ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ ୧୩୬୧ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏହାକୁ ଦେଖି ଗାର୍ଡିଆନ ମନ୍ତ୍ରୀ ଅସଲମ ଶେଖ ପୁଣିଥରେ ଲକଡାଉନ ଲାଗୁ…

ବିବାହ ବନ୍ଧନରେ ବାନ୍ଧି ହେବେ ଦିୟା…

ମୁମ୍ବାଇ: ବଲିଉଡ଼ ଅଭିନେତ୍ରୀ ଦିୟା ମିର୍ଜା ଚଳିତ ମାସ ଫେବ୍ରୁଆରି ୧୫ ତାରିଖରେ ପ୍ରେମିକ ବୈଭବ ରେଖୀଙ୍କୁ ବିବାହ କରିବାକୁ ଯାଉଛନ୍ତି। ତାଙ୍କ ବିବାହରେ ମାତ୍ର ଅଳ୍ପ କେଇ ଜଣ ସଂପର୍କୀୟ ଓ ଶୁଭେଚ୍ଛୁ ଉପସ୍ଥିତ ରହିବେ। ଦିୟା ଏହା ପୂର୍ବରୁ ବ୍ୟବସାୟୀ ସାହିଲ୍‌ ସଂଘଙ୍କୁ ୨୦୧୪ରେ ବିବାହ କରିଥିଲେ। ୨୦୧୯…