Odisha Link
Bridging the Missing Links in Odisha
Browsing Tag

Odia Media

ଜାନୁଆର ୧୦ରେ ପ୍ରେମ୍‌ ଆନନ୍ଦ ଗଜଲ…

ଭୁବନେଶ୍ବର: ରାଜ୍ୟର ପ୍ରତିଷ୍ଠିତ ସଂଗୀତ ନିର୍ଦ୍ଦେଶକ ପ୍ରେମ୍‌ ଆନନ୍ଦଙ୍କ ଲିଖିତ ଓ ନିର୍ଦ୍ଦେଶିତ ୮ଟି ମନଛୁଆଁ ଗଜଲଧର୍ମୀ ସଂଗୀତକୁ ନେଇ ଓଡ଼ିଆ ମିଡିଆ ପକ୍ଷରୁ ଆସନ୍ତା ୧୦ ତାରିଖରେ ଆୟୋଜିତ ହେଉଛି "ପ୍ରେମ୍‌ ଆନନ୍ଦ ଗଜଲ ସଂଧ୍ୟା ୨୦୨୨"। ରବୀନ୍ଦ୍ର ମଣ୍ଡପ ପରିସରରେ ଆୟାଜିତ ହେବାକୁ ଥିବା ଏହି ଉତ୍ସବରେ…

ମାର୍ଚ୍ଚ ୮ରେ ତୃତୀୟ ‘ପେନ୍‌ ଇନ୍‌…

ଭୁବନେଶ୍ବର: ରାଜ୍ୟର ପ୍ରମୁଖ ପ୍ରକାଶନ ସଂସ୍ଥା ପେନ୍‌ ଇନ୍‌ ବୁକ୍ସ ପକ୍ଷରୁ ପ୍ରତିବର୍ଷ ଦିଆଯାଉଥିବା ଯୁବ ଲେଖକ ପୁରସ୍କାରର ତୃତୀୟ ସଂସ୍କରଣ ଚଳିତ ମାର୍ଚ୍ଚ ୮ ତାରିଖରେ ପ୍ରଦାନ କରାଯିବ। ମୋଟ ୧୦ ଜଣ ଲେଖକଙ୍କୁ ଏଥିଲାଗି ମନୋନୀତ କରାଯାଇଛି। ୨୦୧୯ ମସିହା ପାଇଁ ଏହି ଲେଖକମାନଙ୍କୁ ପୁରସ୍କୃତ କରାଯିବ…

ପେନ୍‌ ଇନ୍‌ ବୁକ୍ସ ଯୁବ ଲେଖକ ପୁରସ୍କାର…

ଭୁବନେଶ୍ବର: ରାଜ୍ୟର ପ୍ରମୁଖ ପ୍ରକାଶନ ସଂସ୍ଥା ପେନ୍‌ ଇନ୍‌ ବୁକ୍ସ ପକ୍ଷରୁ ପ୍ରତିବର୍ଷ ଦିଆଯାଉଥିବା ଯୁବ ଲେଖକ ପୁରସ୍କାରର ତୃତୀୟ ସଂସ୍କରଣ ଫଳାପଳ ପ୍ରକାଶ ପାଇଛି। ମୋଟ ୧୦ ଜଣ ଲେଖକଙ୍କୁ ଏଥିଲାଗି ମନୋନୀତ କରାଯାଇଛି। ଓଡ଼ିଆ ମିଡିଆ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ସେମାନଙ୍କୁ ପୁରସ୍କୃତ…

୨ୟ ଓଡ଼ିଶା ଉତ୍କର୍ଷ ସମ୍ମାନ ପାଇଁ ମନୋନୟନ…

To read this news in English click here ଭୁବନେଶ୍ବର: ଅଗ୍ରଣୀ ଖବର ଓ ପ୍ରକାଶନ ସଂସ୍ଥା ଓଡ଼ିଆ ମିଡିଆ ପକ୍ଷରୁ ବିଗତ ବର୍ଷ ଭଳି ୨୦୧୯ରେ ମଧ୍ୟ ବହୁ ପ୍ରତୀକ୍ଷିତ 'ଓଡ଼ିଶା ଉତ୍କର୍ଷ ସମ୍ମାନ' ପ୍ରଦାନ କରାଯିବାକୁ ସ୍ଥିର ହୋଇଛି। ଏଥି ପାଇଁ ବରିଷ୍ଠ ବର୍ଗରେ ବିଭିନ୍ନ ବିଭାଗ ପାଇଁ ମନୋନୟନ ଆହ୍ବାନ…

ଲଳିତ ମଙ୍ଗୋତ୍ରାଙ୍କ ଦ୍ବାରା ଦ୍ବିତୀୟ…

ପ୍ରକୃତି ଓ ସୃଜନ ପରସ୍କରର ପରିପୂରକ: ମଙ୍ଗୋତ୍ରା ଦୁଇଦିନିଆ ଜାତୀୟ ଉତ୍ସବର ଉଦ୍‌ଯାପନୀ ସଭାରେ ଯୋଗଦେଲେ ରାଜ୍ୟପାଳ ଓ ସଂସ୍କୃତି ମନ୍ତ୍ରୀ କୋରାପୁଟ: ଓଡ଼ିଶାର ଜଣାଶୁଣା ଗଣମାଧ୍ୟମ ଓ ପ୍ରକାଶନ ସଂସ୍ଥା ଓଡ଼ିଆ ମିଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଆୟୋଜିତ ୨ୟ କୋରାପୁଟ ସାହିତ୍ୟ ଉତ୍ସବକୁ…

ଅକ୍ଟୋବର ୨୦ରୁ ୨ୟ କୋରାପୁଟ ସାହିତ୍ୟ…

କୋରାପୁଟ: ରାଜ୍ୟର ଜଣାଶୁଣା ଗଣମାଧ୍ୟମ ଓ ପ୍ରକାଶନ ସଂସ୍ଥା ପେନ୍‌ ଇନ୍‌ ବୁକ୍ସ ପକ୍ଷରୁ ଚଳିତ ମାସ ୨୦ ତାରିଖରୁ ଆରମ୍ଭ ହେଉଛି ଦ୍ବିତୀୟ କୋରାପୁଟ ସାହିତ୍ୟ ଉତ୍ସବ। ଦୁଇଦିନ ଧରି ହେବାକୁ ଥିବା ଉତ୍ସବର ଉଦ୍‌ଘାଟନୀ ସମାରୋହ କୋରାପୁଟ ସହର ଠାରୁ ୨୨ କିଲୋମିଟର ଦୂର ବ୍ରାଉନ୍‌ ଭାଲି କଫି ଇଷ୍ଟେଟ୍‌ର…

ଗୌରହରି ଦାସ, ବିପିନ ନାୟକ ପାଇବେ…

୨୦-୨୧ ଅକ୍ଟୋବର ୨୦୧୯ରେ ଦୁଇଦିନିଆ କୋରାପୁଟ ସାହିତ୍ୟ ଉତ୍ସବ ଭୁବନେଶ୍ବର: ପ୍ରଖ୍ୟାତ କଥାକାର ଡ.ଗୌରହରି ଦାସ ଓ ପ୍ରଖ୍ୟାତ କବି ଶ୍ରୀ ବିପିନ ନାୟକ ପାଇବେଚଳିତ ବର୍ଷର ସମ୍ମାନଜନକ କୋରାପୁଟ ସାହିତ୍ୟ ସମ୍ମାନ। ଆସନ୍ତା ଅକ୍ଟୋବର ୨୦-୨୧ରେ ଦୁଇଦିନ ଧରି ହେବାକୁ ଥିବା ୨ୟ କୋରାପୁଟ ସାହିତ୍ୟ ଉତ୍ସବ…

ଓଡ଼ିଶା ଯୁବ ସମ୍ମାନ ୨୦୧୯: କେଉଁ ବିଭାଗରେ…

ଭୁବନେଶ୍ବର: ରାଜ୍ୟର ପ୍ରମୁଖ ଗଣମାଧ୍ୟମ ଓ ପ୍ରକାଶନ ସଂସ୍ଥା ଓଡ଼ିଆ ମିଡିଆ ପକ୍ଷରୁ ଆଜି ଆୟୋଜିତ ହୋଇଯାଇଛି ପ୍ରଥମ ଓଡ଼ିଶା ଯୁବ ସମ୍ମାନ ସମାରୋହ। ଏ ଅବସରରେ ୪୦ ବର୍ଷରୁ କମ୍‌ ଯୁବ ବର୍ଗର ୧୭ ଜଣ ପ୍ରସିଦ୍ଧ, ସଫଳ ଓ ଉଦ୍‌ଯୋଗୀ ଯୁବ ପ୍ରତିଭାଙ୍କୁ ସମ୍ମାନିତ କରାଯଇଛି। ସ୍ଥାନୀୟ ଜୟଦେବ ଭବନରେ ଆଜି…

ଓଡ଼ିଶା ଯୁବ ସମ୍ମାନ ୨୦୧୯: ମନୋନୟନ…

To read this news in English click here ଭୁବନେଶ୍ବର: ଓଡ଼ିଶାର ଜଣାଶୁଣା ଗଣମାଧ୍ୟମ ଓ ପ୍ରକାଶନ ସଂସ୍ଥା ଓଡ଼ିଆ ମିଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଆସନ୍ତା ୨୨ ସେପ୍ଟେମ୍ବର ୨୦୧୯, ରବିବାର ଦିନ ଭୁବନେଶ୍ବରରେ ଆୟୋଜିତ ହେଉଛି ପ୍ରଥମ ଓଡ଼ିଶା ଯୁବ ସମ୍ମାନ (OYA) ସମାରୋହ। ଅନୁଷ୍ଠାନ ଏଥିପାଇଁ…

କଥା, କବିତା, ନୃତ୍ୟ ଓ ସଂଗୀତର ଉଷ୍ମ…

ଶରତ କୁମାର ଦାଶଙ୍କ ୮ମ କବିତା ସଂକଳନ ତଥା ସଂଗୀତ ଆଲବମ୍ ‘ଆରୋହଣ’ ଓ ପ୍ରଥମ ଗଳ୍ପ ସଂକଳନ ‘ଘାସଫୁଲ’ ଉନ୍ମୋଚିତ ଭୁବନେଶ୍ୱର: ପ୍ରସିଦ୍ଧ କବି ଓ କଥାକାର ଶ୍ରୀ ଶରତ କୁମାର ଦାଶଙ୍କ ବିବିଧ ସୃଜନଧାରାକୁ ନେଇ ରାଜ୍ୟର ଜଣାଶୁଣା ପ୍ରକାଶନ ସଂସ୍ଥା 'ପେନ୍ ଇନ୍ ବୁକ୍ସ' ପକ୍ଷରୁ ‘ଶରତ ସଂଧ୍ୟା’ ନାମରେ ଏକ…