Odisha Link
Bridging the Missing Links in Odisha
Browsing Tag

Odisha Govt

ବଢ଼ିଲା କଳାକାର ଭତ୍ତା, ଉପକୃତ ହେବେ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ପାଖେଇ ଆସୁଥିବା ବେଳେ ମୁଖ୍ୟମନ୍ତ୍ରୀ ୪ ଦିନରେ ବଡ଼ ବଡ଼ ଘୋଷଣା ମାନ କରି ଚାଲିଛନ୍ତି। ଏହିସବୁ ମଧ୍ୟରେ ଆଜି ମଧ୍ୟ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି "ମୁଖ୍ୟମନ୍ତ୍ରୀ କଳାକାର…

ମମତା ଯୋଜନାରେ ଦୁଇଗୁଣ ହେଲା ସହାୟତା…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ମମତା ଯୋଜନା ସହାୟତା ରାଶି ୨ ଗୁଣା କରିବା ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ନୂଆ…

ପୁଣିଥରେ ଓଏଏସ୍‌ ସ୍ତରରେ ଅଦଳବଦଳ;…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନ ପୂର୍ବରୁ ପୁଣିଥରେ ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ପୁରୀ ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ପ୍ରଦୀପ କୁମାର ସାହୁ(କ)ଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର…

ଓଡ଼ିଶା ଗଢ଼ିବ ବୈଦ୍ୟୁତିକ ଯାନ, ନରାଜରେ…

ଓଏଲ୍‌ ବ୍ୟୁରୋ: ଖୁବଶୀଘ୍ର ଇ-ଯାନ ଏବଂ ଯନ୍ତ୍ରାଂଶ ଉତ୍ପାଦନର ହବ୍‌ ପାଲଟିବ ଓଡ଼ିଶା। ପ୍ରଥମ ଥର ପାଇଁ ଓଡ଼ିଶାରେ ବିଦ୍ୟୁତ୍‌ଚାଳିତ ଯାନ ବା ଇଲେକ୍ଟ୍ରିକ୍‌ ଭେହିକିଲ୍‌ (ଇଭି) କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି। କଟକର ନରାଜରେ ଉତ୍ପାଦିତ ହେବ ବୈଦ୍ୟୁତିକ ଯାନ (ଇ-ଯାନ)। ପାରାଦୀପରେ ତମ୍ବା ସ୍ମେଲଟର୍…

ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନ ପୂର୍ବରୁ ଓଡ଼ିଶା ସରକାର ଆଜି ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ହେଲେ ଶ୍ରୀମନ୍ଦିର ଅତିରିକ୍ତ ମୁଖ୍ୟ ପ୍ରଶାସକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଥିବା ରଂଜନ ଦାସ ହେଲେ କେନ୍ଦ୍ରାଞ୍ଚଳ ଆର୍‌ଡିସି। ସେହିପରି ଶ୍ରୀକାନ୍ତ…

ନିର୍ବାଚନ ପୂର୍ବରୁ ୪୪ଜଣ ଅଫିସରଙ୍କ ବଦଳି…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ୨୦୨୪ ସାଧାରଣ ନିର୍ବାଚନ। ଏଥିପାଇଁ ଆରମ୍ଭ ହୋଇସାରିଲାଣି ପ୍ରସ୍ତୁତି। ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ଶୁକ୍ରବାର ବଡ଼ ଧରଣର ବଦଳି କରିଛନ୍ତି।ରାଜ୍ୟ ସରକାର ଆଜି ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଓ ଓଡ଼ିଶା ରାଜସ୍ବ ସେବା (ଓଆରଏସ)ର ୪୪ ଜଣ ଅଫିସରଙ୍କୁ ବଦଳି କରିଛନ୍ତି।…

ଓଏଏସ୍‌ ସ୍ତରରେ ଅଦଳବଦଳ; କାହାକୁ କେଉଁ…

ଓଏଲ୍‌ ବ୍ୟୁରୋ: ଆଜି ଓଡ଼ିଶା ସରକାର ପୁଣିଥରେ ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସରକାରଙ୍କଠୁ ମିଳିଥିବା ବିଜ୍ଞପ୍ତି ଅନୁଯାୟୀ, ବରିଷ୍ଠ ଓଏଏସ୍‌‌ ସୂର୍ଯ୍ୟନାରାୟଣ ଦାସ ପଞ୍ଚାୟତିରାଜ ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଥିବା ଶ୍ରୀ ଦାସଙ୍କୁ…

ଆଜି ସନ୍ଧ୍ୟାରେ ବର୍ଷର ଶେଷ କ୍ୟାବିନେଟ…

ଓଏଲ୍‌ ବ୍ୟୁରୋ: ଆଉ ଦିନକ ପରେ ସରିବ ୨୦୨୩ ବର୍ଷ, ଆରମ୍ଭ ହେବ ୨୦୨୪। ଏହାପୂର୍ବରୁ ବର୍ଷର ଶେଷ ରାଜ୍ୟ କ୍ୟାବିନେଟ ବୈଠକ ଆଜି ବସିବ। ଆଜି ସନ୍ଧ୍ୟାରେ ଲୋକସେବା ଭବନରେ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ଆଉ ଦିନକ ପରେ ନୂଆବର୍ଷ ତା…

ଆଇପିଏସ୍‌ ସ୍ତରରେ ଅଦଳବଦଳ; ବି.…

ଓଏଲ୍‌ ବ୍ୟୁରୋ: ଆଇପିଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର। କେନ୍ଦ୍ରୀୟ ଡେପୁଟେସନରୁ ଫେରି ନିଯୁକ୍ତି ଅପେକ୍ଷାରେ ଥିବା ୧୯୮୯ ବ୍ୟାଚ୍ ଆଇପିଏସ୍ ବି.ରାଧିକାଙ୍କୁ ଆଜି ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। ବି. ରାଧିକାଙ୍କୁ ପୁଲିସ ରିକ୍ରୁଟମେଣ୍ଟ ବୋର୍ଡର ଅଧ୍ୟକ୍ଷ ଦାୟିତ୍ବ ମିଳିଥିବା…

ପୁଣିଥରେ ୧୧ ଓଏଏସ୍‌ ଅଫିସରଙ୍କୁ ବଦଳି…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନକୁ ଆଉ ମାତ୍ର ୬ ମାସ ବାକି ଅଛି। ଏହାପୂର୍ବରୁ ପୁଣିଥରେ ଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ରାଜ୍ୟ ସରକାର ୧୧ ଜଣ ଓଏଏସ୍‌ ଅଫିସରଙ୍କୁ ବିଭିନ୍ନ ଜିଲ୍ଲାରେ ଅତିରିକ୍ତ ଉପଜିଲ୍ଲାପାଳ ଭାବେ ନିଯୁକ୍ତ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ…