ପାରା ଏସୀୟ କ୍ରୀଡ଼ାରେ ଓଡ଼ିଆ ପୁଅ ପ୍ରମୋଦ…
ଓଏଲ୍ ବ୍ୟୁରୋ: ପାରା ଏସିଆନ୍ କ୍ରୀଡ଼ାରେ ଓଡ଼ିଆ ପୁଅ ପ୍ରମୋଦ ଭଗତଙ୍କ କମାଲ। ପାରା ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ସ୍ବର୍ଣ୍ଣ ପଦକ ଜିତିଲେ ପ୍ରମୋଦ ଭଗତ। ନିଜ ବନ୍ଧୁ ତଥା ଭାରତର ନିତେଶ କୁମାରଙ୍କୁ ଫାଇନାଲରେ ହରାଇ ସ୍ବର୍ଣ୍ଣ ପଦକ ଜିତିଛନ୍ତି।
ବ୍ୟାଡମିଣ୍ଟନ ଏକକ ଫାଇନାଲରେ ନିଜ ଦେଶର ନିତେଶ କୁମାରଙ୍କୁ…