Odisha Link
Bridging the Missing Links in Odisha
Browsing Tag

Puri

ଏଣିକି ସିଂହଦ୍ୱାରରେ ଜଗିବେ ପ୍ରତିହାରୀ…

ଓଏଲ୍‌ ବ୍ୟୁରୋ: ପୁରୀ ବଡ଼ଦେଉଳରେ ବାରମ୍ବାର ଅଣହିନ୍ଦୁ ପ୍ରବେଶ କରୁଥିବା ଅଭିଯୋଗ ସାମ୍ନାକୁ ଆସୁଛି। ଏନେଇ ଅନେକ ମାମଲା ପରେ ଶ୍ରୀମନ୍ଦିର ଭିତରକୁ ଅଣହିନ୍ଦୁ ପ୍ରବେଶ ରୋକିବାକୁ ପଦେକ୍ଷପ ଗ୍ରହଣ କରାଯାଇଛି। ଆସନ୍ତା ୧୪ରୁ ସିଂହଦ୍ୱାରରେ ଜଗିବେ ୨ ଜଣ ପ୍ରତିହାରୀ ସେବକ। ପ୍ରଥମ ପର୍ଯ୍ୟାୟରେ ସକାଳେ ଓ…

ରାତି ୨ଟାରୁ ଖୋଲିବ ଶ୍ରୀମନ୍ଦିର, ଦୈନିକ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରି ସାରିଛି ଏଏସ୍‌ଆଇ। ହେଲେ ନାଟମଣ୍ଡପ ମରାମତି ପୂର୍ବରୁ ମହାପ୍ରଭୁଙ୍କ ନୀତିରେ ବଡ଼ ବିଭ୍ରାଟ ଦେଖା ଦେଇଛି। ଶ୍ରୀମନ୍ଦିର ନୀତିକାନ୍ତି ଶୃଙ୍ଖଳିତ ନହେଲେ ନାଟମଣ୍ଡପ ମରାମତି କାର୍ଯ୍ୟ…

ଆଜି ବନ୍ଦ ରହିବ କାଳିଆ ଦର୍ଶନ

ଓଏଲ୍‌ ବ୍ୟୁରୋ: ବୁଧବାର ମହାପ୍ରଭୁଙ୍କ ଅନୁଷ୍ଠିତ ହେବ ବନକଲାଗି ନୀତି। ମାଘ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୯ ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ…

ଶ୍ରୀକ୍ଷେତ୍ରରୁ ଅଯୋଧ୍ୟାକୁ ଗଡ଼ିବ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର। ଶ୍ରୀକ୍ଷେତ୍ରରୁ ରାମ ନଗରୀ ଅଯୋଧ୍ୟାକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍। ଚଳିତ ବର୍ଷ ଜୁଲାଇ-ଅଗଷ୍ଟ ମାସରେ ଏହି ଟ୍ରେନ୍‌ ଶୁଭାରମ୍ଭ ହେବ। ଏହାଛଡ଼ା ବହୁ ପ୍ରତିକ୍ଷୀତ ପୁରୀ-କୋଣାର୍କ ମଧ୍ୟରେ ଶୀଘ୍ର ଟ୍ରେନ୍‌ ଚଳାଚଳ କରିବ। ଆଜି ଏନେଇ ସୂଚନା ଦେଇଛନ୍ତି…

ରତ୍ନଭଣ୍ଡାର ଚାବି ହଜିବା ଘଟଣା; ରିପୋର୍ଟ…

ଓଏଲ୍‌ ବ୍ୟୁରୋ: ଆଜି ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହୋଇଛି। ଅନ୍ୟପଟେ ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ଆସିଛି ବଡ଼ ଖବର। ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା ତଦନ୍ତ କମିସନ ରିପୋର୍ଟକୁ ରାଜ୍ୟବାସୀ ଅପେକ୍ଷା କରିଛନ୍ତି। ରିପୋର୍ଟ ସାର୍ବଜନୀନ ପାଇଁ…

ଝଲସୁଛି ଶ୍ରୀକ୍ଷେତ୍ର; ଆସନ୍ତାକାଲି…

ଓଏଲ୍‌ ବ୍ୟୁରୋ: ଝଲସୁଛି ଶ୍ରୀକ୍ଷେତ୍ର। ରୂପାନ୍ତରଣର ସ୍ପର୍ଶରେ ସଜେଇ ହେଉଛି ପୁରୀ ବଡଦାଣ୍ଡ। ଆସନ୍ତାକାଲି ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ଉତ୍ସବ ମୁଖର ଜଗନ୍ନାଥ ଧାମ। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଡିଜିପି ସ୍ଥିତି ଅନୁଧ୍ୟାନ କରିଛନ୍ତି। ପରିକ୍ରମା…

ପୁରୀ ପରିକ୍ରମା ପ୍ରକଳ୍ପ: ୧୧ ସୁଦ୍ଧା…

ଓଏଲ୍‌ ବ୍ୟୁରୋ: ରୂପାନ୍ତରଣର ସ୍ପର୍ଶରେ ସଜେଇ ହେଉଛି ଶ୍ରୀକ୍ଷେତ୍ର। ଜାନୁଆରୀ ୧୭ ତାରିଖରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ଉତ୍ସବ ମୁଖର ଜଗନ୍ନାଥ ଧାମ। ପୁରୀସ୍ଥିତ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିର ଚାରିପାଶ୍ୱର୍ରେ ଚାଲିଥିବା ପରିକ୍ରମା ପ୍ରକଳ୍ପ(ଐତିହ୍ୟ କରିଡର)ର…

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ…

ଓଏଲ୍‌ ବ୍ୟୁରୋ: ଆଗାମୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ହେବ। ସମାରୋହରେ ସାମିଲ ହେବା ପାଇଁ ଲକ୍ଷାଧିକ ସାଧୁ ସନ୍ଥ, ଶ୍ରଦ୍ଧାଳୁ ପୁରୀ ଆସିବେ। ଲୋକାର୍ପଣ ଉତ୍ସବ କିପରି ସୁରକ୍ଷିତ ଓ ଶୃଙ୍ଖଳିତ ଭାବେ ଆୟୋଜିତ ହେବ, ସେନେଇ ପୁରୀ ସର୍କିଟ ହାଉସରେ ମୁଖ୍ୟ ଶାସନ ସଚିବ…

ଆଜିଠୁ ଦେବ ଦୀପାବଳି; ଦୀପରେ ଝଲସିବ…

ଓଏଲ୍‌ ବ୍ୟୁରୋ: ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଦେବ ଦୀପାବଳି ଉତ୍ସବ। ଏଥିପାଇଁ ବଡ଼ ଦେଉଳରେ ଦେଖିବାକୁ ମିଳିଛି ପ୍ରବଳ ଭିଡ଼। ତିନି ଦିନ ଧରି ପୁରୀରେ ଘରେ ଘରେ ହେବ ଦୀପ ପ୍ରଜ୍ୱଳନ। ଆସନ୍ତାକାଲି ବଡଦାଣ୍ଡରେ ହେବ ସମୂହ ଦୀପଦାନ। ଓଡ଼ିଶା ଇଣ୍ଟରନ୍ୟାସନାଲ ସେଣ୍ଟର ଓ ଛତିଶାନିଯୋଗ ପକ୍ଷରୁ ୧ ଲକ୍ଷ ଦୀପ…

ଆସନ୍ତାକାଲି ପ୍ରଥମାଷ୍ଟମୀ;…

ଓଏଲ୍‌ ବ୍ୟୁରୋ: କାଲି ଓଡିଆ ସଂସ୍କୃତି ଓ ପରମ୍ପରାର ଏକ ପ୍ରମୁଖ ପର୍ବ ପ୍ରଥମାଷ୍ଟମୀ ବା ପୋଢୁଆଁ ଅଷ୍ଟମୀ। ଓଡିଆ ଘରର ପ୍ରଥମ ସନ୍ତାନ ମାନେ ଏହି ଦିନରେ ନୂଆବସ୍ତ୍ର ପିନ୍ଧିବାର ପରମ୍ପରା ରହିଛି। ଶ୍ରୀମନ୍ଦିରରେ ମଧ୍ୟ ପୋଢୁଆଁ ଅଷ୍ଟମ ପାଳିତ ହେବ। ବଡ଼ଭାଇ ତଥା ମହାପ୍ରଭୁ ବଳଭଦ୍ର ହେବେ ପୋଢୁଆଁ।…