Odisha Link
Bridging the Missing Links in Odisha
Daily Archives

April 15, 2019

ଖୋର୍ଦ୍ଧା ବିଜେପି ନେତା ହତ୍ୟା ଘଟଣାରେ…

ଭୁବନେଶ୍ୱର: ଖୋର୍ଦ୍ଧାରେ ବିଜେପି ନେତା ମଙ୍ଗୁଳି ଜେନା ହତ୍ୟା ଘଟଣାରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଃଖ ପ୍ରକାଶ କରିଛନ୍ତି। ଟ୍ୱିଟ୍‌ କରି ସେ କହିଛନ୍ତି, ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ଗଣତନ୍ତ୍ର ବାଲାଟ୍‌ର ଲଢ଼େଇ, ବୁଲେଟ୍‌ରେ ନୁହେଁ। ଏହି ଘଟଣା ନେଇ ମୁଁ ପୁଲିସ୍‌…

ନିର୍ବାଚନ ପୂର୍ବରୁ ୧୩,୩୪୩ ଜଣଙ୍କ ନାମରେ…

ଭୁବନେଶ୍ବର: ଅଗାମୀ ନିର୍ବାଚନକୁ ଆଖି ଆଗରେ ରଖି ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୩,୩୪୩ଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ ହୋଇଛି। ନିର୍ବାଚନକୁ ଅବାଧ ଓ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ରାଜ୍ୟ ପୁଲିସ ଏଭଳି ପଦକ୍ଷେପ ନେଇଛି। ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ଧାରା…

ଖୋର୍ଦ୍ଧରେ ବିଜେପି ନେତା ହତ୍ୟା ଘଟଣାକୁ…

ଭୁବନେଶ୍ୱର: ଗତକାଲି ବିଳମ୍ବିତ ରାତ୍ରିରେ ଖୋର୍ଦ୍ଧାର ନବୀନବାଗ ଠାରେ ଜଣେ ବିଜେପି ନେତାଙ୍କୁ ଗୁଳି ମାରି ହତ୍ୟା କରାଯାଇଥିବା ଘଟଣା ଯୋଗୁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିର୍ବାଚନ କମିସନଙ୍କୁ ଅନୁରୋଧ କରିଛନ୍ତି। ଟୁଇଟ୍‌ କରି…

ଖୋର୍ଦ୍ଧାରେ ବିଜେପି ନେତାଙ୍କୁ ଗୁଳିକରି…

ଖୋର୍ଦ୍ଧା: ଖୋର୍ଦ୍ଧାର ପ୍ରମୁଖ ବିଜେପି ନେତା ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା କରିଛନ୍ତି ଦୁର୍ବୃତ୍ତ।ସେ ଖୋର୍ଦ୍ଧାରେ ବିଜେପି ମଣ୍ଡଳ ସଭାପତି ଥିଲେ। ଗତକାଲି ରାତି ପ୍ରାୟ ୧୧ଟା ସମୟରେ ଖୋର୍ଦ୍ଧାର ନବୀନାବାଗ ସ୍ଥିତ ବିଜେପି କାର୍ଯ୍ୟାଳୟ ନିକଟରେ ତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା…

ଦଶପଲ୍ଲାରେ ରମେଶ ବେହେରାଙ୍କ ପ୍ରତି…

ନୟାଗଡ଼: ଦଶପଲ୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ରମେଶ ଚନ୍ଦ୍ର ବେହେରାଙ୍କ ପ୍ରତି ବିପୁଳ ଜନସମର୍ଥନ ଥିବା ସ୍ପଷ୍ଟ ହୋଇଛି। ଅନ୍ୟପଟେ ତାଙ୍କର ପ୍ରତିଦ୍ବନ୍ଦ୍ବୀମାନେ ଉଭୟ ପ୍ରଚାରରେ ଓ ଲୋକପ୍ରିୟତାରେ ବହୁ ପଛରେ ପଡ଼ିଛନ୍ତି। ଜଣେ ଯୁବ ଓଡ଼ିଶା ପ୍ରଶାସନିକ ସେବା…