Odisha Link
Bridging the Missing Links in Odisha
Daily Archives

April 22, 2019

୨୬ରେ ବାଲେଶ୍ୱର ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ନିର୍ବାଚନ ମାହୋଲ ଯେତେ ଗରମ ହେଉଛି, ଶୀର୍ଷ ନେତାମାନେ ସେତିକି ଗସ୍ତରେ ଆସୁଛନ୍ତି । ଏହି କ୍ରମରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆସନ୍ତା ୨୬ରେ ଓଡ଼ିଶା ଆସିବେ । ବାଲେଶ୍ୱରର ଏକ ସଭାରେ ଯୋଗଦେବା ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି…

ଧର୍ମେନ୍ଦ୍ରଙ୍କ ଗିିରଫ ଦାବି କଲା ବିଜେଡି

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ବିଜେଡିର ପ୍ରତିନିଧି ଦଳ ଫେରାଦ ହୋଇଛନ୍ତି। ବିଜେଡି ଅଭିଯୋଗ କରିଛି, ନିର୍ବାଚନ ଅଧିକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ ଯଦି ପ୍ରଦୀପ ମହାରଥୀଙ୍କୁ ଗିରଫ କରାଗଲା…

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ମହିଳାଙ୍କ…

ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନରେ ୯୨.୫୭ ଲକ୍ଷ ଭୋଟର ଆସନ୍ତାକାଲି ମୋଟ ୪୧୭ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଏସବୁ ଆସନରେ ୭ଲକ୍ଷ ୧୧ହଜାର ୨୭୮ଜଣ ଭୋଟର ପ୍ରଥମଥର ପାଇଁ ନିଜର ମତାଧିକାର ସାବ୍ୟସ୍ତ କରିବେ। ସମ୍ପୂର୍ଣ୍ଣ ଭାବେ ମହିଳା…

ଜେଲ୍‌ ଗଲେ ପ୍ରଦୀପ ମହାରଥୀ

ଭୁବନେଶ୍ୱର: ଫ୍ଲାଇଂ ସ୍କ୍ୱାଡର ମାଜିଷ୍ଟ୍ରେଟ୍‌ ଓ ଅନ୍ୟ ସଦସ୍ୟଙ୍କୁ ମାଡ଼ ମାରିବା ମହଙ୍ଗା ପଡ଼ିଛି ପିପିଲି ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଦୀପ ମହାରଥୀଙ୍କୁ। ଶେଷରେ ପୁଲିସ ତାଙ୍କୁ ଗିରଫ କରି ଝାରପଡ଼ା ଜେଲକୁ ପଠାଇ ଦେଇଛି। ପ୍ରଦୀପଙ୍କ ଜାମିନ ଆବେଦନର ଶୁଣାଣି ଆସନ୍ତା ୨୪ ତାରିଖରେ ହେବ। ସେତେଦିନ…