Odisha Link
Bridging the Missing Links in Odisha

ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ

ନୂଆଦିଲ୍ଲୀ: ଆରପାରିରେ ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଆର.ଭି ଜନକୀରମନ। ସେ ଡିଏମକେ ଦଳର ନେତା ଥିଲେ । ୭୯ ବର୍ଷ ବୟସରେ ଜନକୀରମନଙ୍କର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ଡିଏମକେ ନେତା ତଥା ସାଂସଦ କାନ୍ନିମୋଝୀ ହସ୍ପିଟାଲ ଯାଇ ଆର. ଭି ଜନକୀରମନଙ୍କୁ ଶେଷ ଦର୍ଶନ କରିଥିବା ସୂଚନା ମିଳିଛି।

Comments are closed.