Odisha Link
Bridging the Missing Links in Odisha

ଆସନ୍ତାକାଲି ପ୍ରକାଶ ପାଇବ OJEE ପରୀକ୍ଷା ଫଳ

ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ OJEE ପରୀକ୍ଷା ଫଳ। କାଲି ସାଢ଼େ ୧୨ଟା ସମୟରେ ସଚିବାଳୟରେ ଏହା ଘୋଷଣା ହେବ। ଉଭୟ ଅନ୍‌ଲାଇନ୍‌ ଓ ଅଫଲାଇନ୍‌ରେ ଛାତ୍ରଛାତ୍ରୀମାନେ ନିଜ ପରୀକ୍ଷା ଫଳ ଦେଖି ପାରିବେ। ପ୍ରକାଶ ଥାଉକି ଅଫଲାଇନରେ ୨୫,୭୩୧ ଓ ଅନଲାଇନରେ ୧୩,୯୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ବିଭାଗ ପକ୍ଷରୁ ସୂଚନା ମିିଳିଛି।

Comments are closed.