Odisha Link
Bridging the Missing Links in Odisha

ରାସ୍ତା କଡକୁ ଓଲଟି ପଡିଲା ବସ୍

ଅନୁଗୁଳ : ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ଯାଇଛି ଏକ ବସ୍ । ଦୁର୍ଘଟଣାରେ ୧୦ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଅନ୍ୟ ସମସ୍ତ ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।
ମିଳିଥିବା ସୂଚନା ଅନୁସାରେ, ଅନୁଗୋଳ ବନ୍ଦା ଛକଠାରେ ବସ୍ ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଛି ବସ୍ । ଦୁର୍ଘଟଣାରେ ୧୦ଜଣ ଗୁରୁତର ହୋଇଛନ୍ତି । ‘ଦିଲଖୁସ୍‌’ ନାମକ ବସ୍‌ ଝାରସୁଗୁଡ଼ାରୁ ଭୁବନେଶ୍ଵର ଅଭିମୁଖେ ଯାଉଥିଲା ।

Comments are closed.