Odisha Link
Bridging the Missing Links in Odisha

ବାଲେଶ୍ବର ମେଡ଼ିକାଲ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ବାଲେଶ୍ବର: ଆକ୍ସନ ମୋଡ଼ରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ରବିବାର ସକାଳୁ ଅଚାନକ ବାଲେଶ୍ୱର ଜିଲ୍ଲା ମୁଖ୍ୟ ହସପିଟାଲ ପରିଦର୍ଶନ କରିଛନ୍ତି।

ଏହି ଅବସରରେ ସେ ସେଠାରେ ଚିକିତ୍ସିତ ହେଉଥିବା ରୋଗୀ ଓ ତାଙ୍କର ପରିବାରର ଲୋକ ମାନଙ୍କ ସହ କଥାବାର୍ତ୍ତା ହେବା ସହ ସେମାନଙ୍କର ସୁବିଧା ଅସୁବିଧା କଥା ବୁଝିଥିଲେ।। ଏନେଇ ନିଜ ଟ୍ବିଟରେ ଉଲ୍ଲେଖ କରିଛନ୍ତି ପ୍ରତାପ ଷଡ଼ଙ୍ଗୀ

Comments are closed.