Odisha Link
Bridging the Missing Links in Odisha

ରଥଯାତ୍ରାରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ବର: ପବିତ୍ର ଘୋଷଯାତ୍ରା ଅବସରରେ ଓଡ଼ିଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ବିଟ୍ ଯୋଗେ ନବୀନ କହିଛନ୍ତି ଯେ, ଜଗତର ନାଥ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ସାରା ବିଶ୍ଵର ସମସ୍ତ ଜଗନ୍ନାଥ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଯାଉ।

Comments are closed.