Odisha Link
Bridging the Missing Links in Odisha

ଘୋଷଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପବିତ୍ର ରଥଯାତ୍ରା। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍‌ ଯୋଗେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଓ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Comments are closed.