Odisha Link
Bridging the Missing Links in Odisha

ବାଚସ୍ପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ତାରା

ଭୁବନେଶ୍ୱର : ବିଧାନସଭାରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଉପରକୁ କାଜଗ ଫିଙ୍ଗିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନିପତି । ବିଧି ଅନୁସାରେ ଗୃହ କାର୍ଯ୍ୟ ଚାଲୁନଥିବା ଅଭିଯୋଗ କରି ଆଜି ଗୃହରେ ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟମାନେ ହୋହାଲ୍ଲା କରିଥିଲେ । ଚାଷୀ ସମସ୍ୟା ନେଇ ବିଜେପି ସଦସ୍ୟ ହଟ୍ଟଗୋଳ କରିଥିଲେ । ଏତିକ ବେଳେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନିପତି ବାଚସ୍ପତିଙ୍କ ପୋଡ଼ିୟମ ପାଖକୁ ଆସି ତାଙ୍କ ଉପରକୁ କାଗଜ ଫିଙ୍ଗିଥିଲେ । ତେବେ ବାଚସ୍ପତ ଗୃହକୁ ୩ଟା ଯାଏଁ ମୁଲତବି କରିବା ସହ ଗୃହ କାର୍ଯ୍ୟକୁ ସ୍ୱାଭାବିକ କରିବା ପାଇଁ ସର୍ବଦଳୀୟ ବୈଠକ ଡାକିଥିବା ଜଣାଯାଇଛି ।

Comments are closed.