Odisha Link
Bridging the Missing Links in Odisha

ସାପକାମୁଡାରେ ୩ ମୃତ

ମାଲକାନଗିରି : ମାଲକାନଗିରି ଖଇରପୁଟ ବ୍ଲକ ଅନ୍ତର୍ଗତ ମୁଣ୍ଡିଗୁଡା ଗ୍ରାମରେ ସାପ କାମୁଡାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତଙ୍କ ମଧ୍ୟରେ ଜଣେ ୬ ବର୍ଷର ଶିଶୁ ରହିଛି । ବର୍ଷା ଦିନେ ବିଭିନ୍ନ ବିଷଧର ସାପ ବାହାରୁ ଥିବାରୁ ଲୋକେ ସର୍ପ ଦଂଶନର ଶିକାର ହେଉଛନ୍ତି । ତେବେ କେଉଁ ପରିସ୍ଥିତିରେ ଏମାନେ ସାପା କାମୁଡାର ଶିକାର ହେଲେ ତାହା ସ୍ପଷ୍ଟ ହୋଇ ପାରି ନାହିଁ ।

Comments are closed.