Odisha Link
Bridging the Missing Links in Odisha

୨୧ତାରିଖରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା ଖାତା ଦେଖା

କଟକ : ଆସନ୍ତା ଜୁଲାଇ ୨୧ ତାରିଖରୁ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିଚ ମାଟ୍ରିକ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତ ବିଦ୍ୟାଳର ପରୀକ୍ଷା ଖାତା ମୂଲ୍ୟାୟନ ଆରମ୍ଭ ହେବ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏ ନେଇ ସୂଚନା ପ୍ରଦାନ କରାଯାଇଛି ।
ତିନି ହଜାର ନଅ ଶହ ପରୀକ୍ଷକଙ୍କୁ ଏଥିପାଇଁ ନିୟୋଜିତ କରାଯାଇଛି। ଏଥିପାଇଁ ମୋଟ୍‌ ୨୦ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି । ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ୧୨ଟି ଓ ମୁକ୍ତ ବିଦ୍ୟାଳୟ ପାଇଁ ୮ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି ।

Comments are closed.