Odisha Link
Bridging the Missing Links in Odisha

ଜଳିଗଲା ଘର : ୬ ଗୋରୁ ଜୀବନ୍ତ ଦଗ୍ଧ

ଭଣ୍ଡାରିପୋଖରୀ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ବମକୁରା ପଞ୍ଚାୟତ ଦେଉଳଢିଅ ଗ୍ରାମର ବୈଷ୍ଣବ ଜେନାଙ୍କ ଘରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୨ ବଖରା ଘର ସହ ୬ ଗୋରୁ ଜୀବନ୍ତଦଗ୍ଧ ହୋଇଛନ୍ତି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତି ଜଳିଯାଇଛି । ଅଗ୍ନିକାଣ୍ଡର କାରଣ ଜଣାପଡିନାହଁ । ଖବର ପାଇ ଧାମନଗର ଦମକଳ ବାହୀନି ଘଟଣା ସ୍ଥଳରେ ପହଞ୍ଚି ନିଆକୁ ଆୟତ କରିଛି । ଘଟଣାସ୍ଥଳରେ ସ୍ଥାନୀୟ ରାଜସ୍ବ ନିରୀକ୍ଷକ ଓ ପଶୁ ଚିକିତ୍ସା ଅଧିକାରୀ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି ।

Comments are closed.