ଦୋକାନରୁ ଲୁଟ ଅଭିଯୋଗ

ବ୍ରହ୍ମପୁର : ବଡ଼ବଜାର ଥାନା ଅନ୍ତର୍ଗତ ଭାପୁର ବଜାରରେ ରବିବାର ବିଳମ୍ବିତ ଏକ ଦୋକାନରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। କିଛି ଦୁର୍ବୃତ୍ତ ଦୋକାନର ତାଲା ଭାଙ୍ଗି ଦୋକନ ଡ଼୍ରରେ ଥିବା ନଗଦ ୬୦ ହଜାର ଟଙ୍କା ସହ ବିଭିନ୍ନ ସାମଗ୍ରୀ ଚୋରି କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ଟାଉନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।