Odisha Link
Bridging the Missing Links in Odisha

ଲାଞ୍ଚ ନେଉଥିବା ବେଳେ ଧରାପଡିଲେ କନିଷ୍ଠ ଯନ୍ତ୍ରୀ

କେନ୍ଦୁଝର : କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ଜଣେ କନିଷ୍ଠ ଯନ୍ତ୍ରୀ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । କାର୍ଯ୍ୟରତ ଯନ୍ତ୍ରୀ ଜଣକ ଜଣେ ଠିକଦାରଙ୍କ ଠାରୁ ଲାଞ୍ଚ ନେଉଥିବା ସମୟରେ କଟକ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। କାମ କରାଇବାକୁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ସେ ଗିରଫ ହୋଇଛନ୍ତି ବୋଲି ସୂଚନା ମିଳିଛି।

Comments are closed.