Odisha Link
Bridging the Missing Links in Odisha

ନାଲ୍‌କୋ ପ୍ଲାଣ୍ଟରେ ଦୁର୍ଘଟଣା

ଅନୁଗୁଳ : ଅନୁଗୁଳ ନାଲ୍‌କୋ ପ୍ଲାଣ୍ଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟି ୪ ଜଣ କର୍ମଚାରୀ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ‌ସ୍ମେଲଟରର କାଷ୍ଟ ହାଉସ୍ ବି’ରେ ଫ୍ଲାଶ୍ ଓଭରରୁ ନିଆଁ ଲାଗି ଯାଇଥିଲା। ନିଆଁକୁ ଆୟତ୍ତ କରାଯିବା ସହ ଗୁରୁତର କର୍ମଚାରୀମାନଙ୍କୁ ନାଲ୍‌କୋ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Comments are closed.