Odisha Link
Bridging the Missing Links in Odisha

ଅଜଣା ଗାଡି ଧକ୍କା ଚାଲିଗଲା ଯୁବକଙ୍କ ଜୀବନ

ନୂଆପଡା : ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ହୋଇଛି । ଜାତୀୟ ରାଜପଥ ୩୫୩ ନୂଆପଡା ଅଗ୍ନିଶମ କାର୍ଯ୍ୟାଳୟ ସମ୍ମୁଖରେ ଦୁର୍ଘଟଣା ଘଟିଛି । ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ଖବର ପାଇ ଘଟଣାସ୍ଥଳରେ ନୂଆପଡା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

Comments are closed.