Odisha Link
Bridging the Missing Links in Odisha

ତିନି ଦିନିଆ ଓଡିଶା ଗସ୍ତରେ ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର : ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଲୋକେନ୍ଦ୍ର ବାହାଦୂର ଚାନ୍ଦ ତିନି ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ଏକ ଅନୁଷ୍ଠାନର କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସେ ଭୁବନେଶ୍ବର ଆସିଥିବା ଜଣାପଡିଛି ।
ଆଜି ସକାଳ ୧୧ଟାରେ ସେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଓଡିଶା ଇଣ୍ଟରନ୍ୟାସନାଲ୍‌ ସେଣ୍ଟର ତଥା ଓଁକାର ନାଥ ମିଶନ୍ ଓଡିଶା ଶାଖା ତରଫରୁ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା ।

Comments are closed.