Odisha Link
Bridging the Missing Links in Odisha

ରାଜ୍ୟର ୩ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ତେବେ ଏହାରି ଭିତରେ ୩ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ସେଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି । ୨୪ ଘଣ୍ଟା ଭିତରେ ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷ ହେବାର ସମ୍ଭାବନା ରହିଛି । ଅନ୍ୟପକ୍ଷରେ ଆସନ୍ତା ସପ୍ତାହ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ମନସୁନ ଟ୍ରପ ଲାଇନ ଓ ଘୂର୍ଣ୍ଣିବଳୟ ଯୋଗୁଁ ବର୍ଷା ଲାଗି ରହିବ ।

Comments are closed.