Odisha Link
Bridging the Missing Links in Odisha

ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ

କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆରେ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ । ୪୯ ନମ୍ବର ଜାତୀୟ ରାଜପଥ ଟଙ୍ଗାବିଲା ନିକଟରେ ସଡକ ଦୁର୍ଘଟଣା ହୋଇଛି । ଦୁର୍ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛି । ଯଶିପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Comments are closed.