Odisha Link
Bridging the Missing Links in Odisha

ଆସନ୍ତାକାଲି ଠାରୁ ଖୋଲିବ ଭିତରକନିକା

ପଟ୍ଟାମୁଣ୍ଡାଇ : ଆସନ୍ତାକାଲି ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଜାତୀୟ ଉଦ୍ୟାନ ଭିତରକନିକା । ଭିତରକନିକାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ପରିଚୟପତ୍ର ବାଧ୍ୟତାମୂଳକ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ରାଜନଗର ବନ ବିଭାଗ । ଭିତରକନିକା ନଦୀ ନାଳରେ ବନ ବିଭାଗ ୧୦୩ଟି ବଷା ଠାବ କରିଥିବା ବେଳେ ୧୭ଶହରୁ ଅଧିକ କୁମ୍ଭୀର ବାସ କରୁଥିବା ସୂଚନା ମିଳିଛି । କୁମ୍ଭୀର ପ୍ରଜନନ ପାଇଁ ଗତ ମେ ୧ ତାରିଖରୁ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ଥିଲା ଜାତୀୟ ଉଦ୍ୟାନ ଭିତରକନିକା ।

Comments are closed.