Odisha Link
Bridging the Missing Links in Odisha

୭ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ରାଜ୍ୟର କିଛି ସ୍ଥାନରେ ଆଜି  ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ। ଅପରାହ୍ଣ ୧ଟା ଯାଏ ସତର୍କ ରହିବାକୁ ୭ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି।
ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ନେଇ ଆଜି ସକାଳ ୧୦ଟା ପର୍ଯ୍ୟନ୍ତ ୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଥିଲା।

Comments are closed.