Odisha Link
Bridging the Missing Links in Odisha

ଶ୍ରୀମନ୍ଦିରରେ ୩ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ

ପୁରୀ : ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ ୩ଘଣ୍ଟା ବନ୍ଦ ରହିବ। ଦ୍ବିତୀୟ ଭୋଗ ମଣ୍ଡପ ସମ୍ପୂର୍ଣ୍ଣ ହେବା ପରେ ୩ ଘଣ୍ଟା ପାଇଁ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଦ୍ବିତୀୟ ଭୋଗ ମଣ୍ଡପ ଶେଷ ହେବା ବେଳକୁ ପ୍ରାୟ ଅପରାହ୍ନ ୪ଟା ହେବ। ଏହାପରେ ୩ ଘଣ୍ଟା ପାଇଁ ଅର୍ଥାତ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରଖାଯିବ। ସନ୍ଧ୍ୟା ୭ଟା ପରେ ଶ୍ରଦ୍ଧାଳୁ ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେ।

Comments are closed.