Odisha Link
Bridging the Missing Links in Odisha

ପାହାଡ଼ ଧସି ଚାଷ ଜମିରେ ମାଡ଼ି ଗଲା ଅତଡ଼ା

ରାୟଗଡ଼ା : ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ଧସିଲା ମାଟି। ରାୟଗ଼଼ଡା ଜିଲ୍ଲା କାଶୀପୁର ବ୍ଲକ୍‌ ଅନ୍ତର୍ଗତ କଡ଼ିଗୁଡ଼ା ଗାଁ ନିକଟ ମରାନିଯୋଡ଼ି ପାହାଡ଼ରୁ ମାଟି ଅତଡ଼ା ଧସି ହୋଇଯାଇଥିବା ସୂଚନା ମିଳିଛି।
ଲଗାଣ ବର୍ଷା ହେବା ଫଳରେ ମାଟି ଅତଡ଼ା ଧସି ହୋଇଥିବା ଜଣାପଡ଼ିଛି। ଫଳରେ ପାହାଡ଼ ତଳେ ଥିବା ଚାଷଜମି ଗୁଡ଼ିକ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି।

Comments are closed.