Odisha Link
Bridging the Missing Links in Odisha

ହୀରାକୁଦ ଜଳଭଣ୍ଡାରରୁ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୯.୩୧ ଫୁଟ୍। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୬୩ ହଜାର ୭୯୬ କ୍ୟୁସେକ୍ ଜଳ। ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୮୨ ହଜାର ୮୬୬ କ୍ୟୁସେକ୍ ଜଳ। ବାମ ପାର୍ଶ୍ବରେ ୩ ଓ ଦକ୍ଷିଣ ପାର୍ଶ୍ବରେ ଗୋଟିଏ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି।

Comments are closed.