Odisha Link
Bridging the Missing Links in Odisha

ହୀରାକୁଦ ଜଳଭଣ୍ଡାରର ୧୦ଟି ଗେଟ୍‌ ଦେଇ ନିଷ୍କାସନ ହେଉଛି ଜଳ

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୩.୪୭ ଫୁଟ୍ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୪୨ ହଜାର ୭୪୪ କ୍ୟୁସେକ୍ ଜଳ। ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୧ ଲକ୍ଷ ୮୧ ହଜାର ୪୦୮ କ୍ୟୁସେକ୍ ଜଳ। ବାମ ପାର୍ଶ୍ବରେ ୭ଟି ଗେଟ୍ ଓ ଡାହାଣ ପାର୍ଶ୍ବରେ ୩ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି।

Comments are closed.