ରାଜ୍ୟ ସରକାରଙ୍କ ପରାମର୍ଶଦାତା ହେଲେ ମାନସ ମଙ୍ଗରାଜ

ଭୁବନେଶ୍ବର: ବର୍ତ୍ତମାନ ବିଜୁ ଜନତା ଦଳରେ ଚାଲିଛି ନିଯୁକ୍ତିର ଋତୁ। ଏହି ଋତୁରେ ସାମିଲ ହୋଇଛନ୍ତି ବିଜେଡି ନେତା ମାନସ ମଙ୍ଗରାଜ। ମାନସଙ୍କୁ ମିଳିଛି ନୂଆ ଦାୟିତ୍ବ। ରାଜ୍ୟ ସରକାରଙ୍କ ଉପଦେଷ୍ଟା (ଗଣମାଧ୍ୟମ ଏବଂ ଲୋକସଂପର୍କ) ଭାବେ ଗୁରୁ ଦାୟିତ୍ୱ ତାଙ୍କୁ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଞ୍ଚମ ପାଳିରେ ବିଜୁ ଜନତା ଦଳ ସରକାରକୁ ଆସିବା ପରେ ଅନେକ ଲୋକହିତକାରୀ ପଦକ୍ଷେପ ମାନ ଗ୍ରହଣ କରୁଛି। ଆଉ ଏହାର ଯଥେଷ୍ଟ ପ୍ରଚାର ପ୍ରସାର ତଥା ସରକାରକୁ … Continue reading ରାଜ୍ୟ ସରକାରଙ୍କ ପରାମର୍ଶଦାତା ହେଲେ ମାନସ ମଙ୍ଗରାଜ